କରୋନା ପଜିଟିଭ୍‌ ଚିହ୍ନଟ ପରେ ଜି. ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସିଲ୍‌: ସ୍କୁଲରେ ଫିବର କ୍ଲିନିକ

ଜି. ଉଦୟଗିରି,୨୬।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୨ ଜଣ ନର୍ସ ଓ ଜଣେ ଆଟେଣ୍ଡାଣ୍ଟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପରେ ସ୍ବାସ୍ଥ୍ୟକେନ୍ଦ୍ରକୁ ସିଲ୍‌ କରି ଦିଆଯାଇଛି । ତେବେ କେବଳ ଥଣ୍ଡା, କାଶ, ଜ୍ୱର ରୋଗୀଙ୍କୁ ହବାକ ହାଇସ୍କୁଲ ପରିସରରେ ଖୋଲିଥିବା ଫିବର କ୍ଲିନିକରେ ଚିକିତ୍ସା କରାଯାଉଛି। ଅନ୍ୟ ରୋଗୀମାନଙ୍କୁ ପାଖ ଗ୍ରେସିଙ୍ଗିଆ ହସ୍ପିଟାଲରେ ଚିକିତ୍ସା ପାଇଁ ପଠାଯାଉଛି। ମାତ୍ର ସ୍ବାସ୍ଥ୍ୟକେନ୍ଦ୍ରର ଏକ ସ୍ବତନ୍ତ୍ର ସ୍ଥାନରେ ଜରୁରୀ ଚିକିତ୍ସା କରାଯାଉଛି ବୋଲି ମେଡିକାଲ ଅଫିସର ଇନଚାର୍ଜ ଡାକ୍ତର ଶକ୍ତିକାନ୍ତ ମଲ୍ଲିକ କହିଛନ୍ତି । ଏଣେ ୪ ଦିନିଆ ଶଟଡାଉନ ଯୋଗୁ ଦୋକାନ ବଜାର ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପସନ୍ଦର ବିଦ୍ୟାଳୟ ଯିବାକୁ ଚାଲିଛି ରାଜନୀତି

ଜଗତ୍‌ସିଂହପୁର ଅଫିସ,୧୧ା୭: ରାଜ୍ୟ ସରକାର କିଛି ବର୍ଷ ପ୍ରାଥମିକ ବିଦ୍ୟାଳୟସ୍ତରରେ ସମାନୁପାତିକ ଭିତ୍ତିରେ ଶିକ୍ଷକ ବଦଳି କରୁଥିଲେ। କିନ୍ତୁ ତାହା ବନ୍ଦ କରାଯାଇ ନୂଆ ବଦଳି...

ଟ୍ରେନରୁ ଧରାପଡ଼ିଲେ ୨ ନାବାଳକ ଲୁଟେରା

ବାଲେଶ୍ୱର ଅଫିସ, ୧।୭-ଏକ ନାବାଳକ ଲୁଟେରା ଗ୍ୟାଙ୍ଗ ଦ୍ୱାରା ଚଳନ୍ତା ରେଳଗାଡ଼ିରୁ ମୋଇବାଲ ଫୋନ୍‌ ଚୋରି ଘଟଣା ପଦାକୁ ଆସିଛି। ଏହି ସୂଚନାକୁ ଆଧାର କରି...

ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍‌ ଘଟଣା: ପ୍ରଶାସନିକ ସ୍ତରରେ ତନାଘନା

ଭଦ୍ରକ ଅଫିସ, ୯।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ ସରକାରୀ ଷ୍ଟାଇପେଣ୍ଡ ଲୁଟୁଛନ୍ତି କେତେକ ଘରୋଇ ଶିକ୍ଷାନୁଷ୍ଠାନ। ଏ ସମ୍ପର୍କରେ ଗତ ନଭେମ୍ବର...

ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌: ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ଭଦ୍ରକ ଅଫିସ,୨୩।୩ : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ପଳଦାବାଙ୍କ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଜଗାକାଳିଆ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି...

ବିଜେଡି ହାତକୁ ଗଲା ବାଲେଶ୍ୱର ସଦର

ବାଲେଶ୍ୱର ଅଫିସ,୧୦।୧୧: ବାଲେଶ୍ୱର ସଦର ବିଧାନସଭା ଆସନରେ ମଙ୍ଗଳବାର ଭୋଟ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ବିଜୟୀ ହୋଇଛନ୍ତି। ଏବେ...

ଖୁଣ୍ଟ ଅଛି, ମିଟର ବସିଛି, ଅନ୍ଧାରରେ ଗ୍ରାମବାସୀ

କେନ୍ଦୁଝର,୧୧ା୬(ସ୍ବ.ପ୍ର.): ଉପଯୁକ୍ତ ତଦାରଖ ଅଭାବରୁ କେନ୍ଦୁଝର ଜିଲାର ବହୁ ଗ୍ରାମରେ ବିଦ୍ୟୁତ୍‌ ଖୁଣ୍ଟ ପଡ଼ିଛି, ଘରେ ମିଟର ଓ ପାଇପ ଲଗାଯାଇଛି କିନ୍ତୁ ଲୋକମାନେ ବର୍ଷବର୍ଷ...

ଖେଳୁଥିବା ବେଳେ ଡିଟୋନେଟର ବିସ୍ଫୋରଣ: ୩ ନାବାଳକ ଆହତ

ହିଞ୍ଜିଳିକାଟୁ,୩।୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ବିସ୍ଫୋରଣ ଘଟି ୩ ନାବାଳକ ଆହତ ହୋଇଛନ୍ତି। ପାହାଡ଼ରୁ ପଥରଫଟା ପାଇଁ ବ୍ୟବହୃତ...

ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଆରମ୍ଭ

ଆନନ୍ଦପୁର(ସ୍ବ.ପ୍ର.)/ହାଟଡିହି(ଡି.ଏନ.ଏ) ୨୩।୫: କେନ୍ଦୁଝର ଜିଲା ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀର ଭୋଟ ଗଣତି ଆରମ୍ଭ ହୋଇଛି। ଶାଳପଡ଼ା ମହିଳା ମହାବିଦ୍ୟାଳୟ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ...

Advertisement
Archives

Model This Week