ଜି.ଉଦୟଗିରି ସବୁଠୁ ଥଣ୍ଡା ସହର

ଜି.ଉଦୟଗିରି,୮ା୧(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ଅଞ୍ଚଳରେ ଚାରି ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି। ସୋମବାର ତାପମାତ୍ରା ସର୍ବନିମ୍ନ ୭.୫ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ଶନିବାର ୬.୨ଡିଗ୍ରୀ ସେଲ୍‌ସିୟସ ରହିଥିଲା। ପ୍ରବଳ ଶୀତ ଯୋଗୁ ପୂର୍ବାହ୍ନ ୧୦ଟା ସୁଦ୍ଧା ଘରୁ ବାହାରିବା କଷ୍ଟ ହେଉଛି । ସନ୍ଧ୍ୟା ୬ଟା ପରେ ପରେ ଶୀତ ମାଡ଼ିଆସୁଛି। ସିରିକି, ମୁକୁଲିଙ୍ଗିଆ, ରାଇକୋଲା ଆଦି ସ୍ଥାନରେ ଅଧିକ ଶୀତ ଅନୁଭୂତ ହେଉଛି। ଏଣେ ଘନ କୁହୁଡ଼ି ଯୋଗୁ କଳିଙ୍ଗା ଘାଟି, ଶ୍ରୀକୋଲା ଘାଟିରେ ଯାନବାହନ ଚଳାଚଳ ପ୍ରଭାବିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri