ଶୀତରେ ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୧୮ା୧୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲାର ଜି.ଉଦୟଗିରି ସହର ପ୍ରବଳ ଶୀତରେ ଥରୁଛି। ଜି.ଉଦୟଗିରି ସହରରେ ସୋମବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲ୍‌ସିୟସ୍‌ ଅଛି ବୋଲି ଜି.ଉଦୟଗିରିସ୍ଥିତ କୃଷି ଗବେଷଣା କେନ୍ଦ୍ର ପକ୍ଷରୁ ଜଣାଯାଇଛି। ରବିବାର ୭.୮ଡିଗ୍ରୀ ରହିଥିବା ବେଳେ ସୋମବାର ୭.୨ ଡିଗ୍ରୀ ରହିଛି। ଚଳିତ ବର୍ଷ ବିଳମ୍ବରେ ଶୀତ ଆରମ୍ଭ ହୋଇଥିଲେ ମଧ୍ୟ ହଠାତ୍‌ ତାପମାତ୍ରା କମିଯିବା ଫଳରେ ଲୋକେ ବହୁତ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ବିଶେଷକରି ରାସ୍ତାକଡ଼ରେ ବସି ବିକ୍ରି କରୁଥିବା ଛୋଟଛୋଟ ବ୍ୟବସାୟୀ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି। ସକାଳ ୧୦ଟା ସୁଦ୍ଧା ଘରୁ ବାହାରିବା କଷ୍ଟ ହେଉଛି। ସା ହେବା କ୍ଷଣି ଶୀତ ମାଡ଼ି ଆସୁଥିବା ଯୋଗୁ ପରେ ବଜାରରେ ଭିଡ଼ କମି ଯାଉଛି। ଏଣେ ଘନକୁହୁଡ଼ି ଯୋଗୁ କଳିଙ୍ଗା ଘାଟିରେ ଯାନବାହନ ଚଳାଚଳ ଅସୁବିଧା ହେଉଛ। ଲୋକେ ନିଆଁ ଜାଳି ଶୀତର ମଜା ନେଉଛନ୍ତି। ଅନ୍ୟପଟେ ଶୀତ ମଜା ନେବା ପାଇଁ କିଛି ଲୋକ ସକାଳୁ ସକାଳୁ ଚା’ ଦୋକାନଗୁଡ଼ିକରେ ଭିଡ଼ କରିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରେ ଶିଶୁ ବଦଳ ଅଭିଯୋଗ: ଅଭିଭାବକଙ୍କୁ ଧରାଇଦେଲେ ମୃତ ଶିଶୁ

କଟକ,୧୮।୨: ପୁଣି ଚର୍ଚ୍ଚାରେ ଏସ୍‌ସିବି। ଏସ୍‌ସିବି ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗରେ ଜନ୍ମିତ ସନ୍ତାନ ଏସ୍‌ଏନ୍‌ସିୟୁରେ ଚିକିତ୍ସାଧୀନ ବେଳେ ବଦଳ ହୋଇଥିବା ଅଭିଯୋଗ ହୋଇଛି।...

କାର୍ଯ୍ୟକାରୀ ହେବ ‘ସୁଭଦ୍ରା ପ୍ଲସ୍’: ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨: ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠୁ ଓଡ଼ିଶାର ମହିଳାମାନଙ୍କର ଉନ୍ନତୀକରଣ ଓ ସଶକରଣ ଦିରରେ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି କ୍ରମରେ ରାଜା...

KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର

ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ...

ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି...

ଆଜିଠାରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ...

ଛାତ୍ରୀଙ୍କୁ ଶିକ୍ଷକଙ୍କ ଅଶ୍ଳୀଳ ଇଙ୍ଗିତ ,ପରେ…

ନିରାକାରପୁର,୧୭ା୨(ମାନାସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ବ୍ଲକ ଅଧୀନ ଡିଆ ପଞ୍ଚାୟତର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ବରିଷ୍ଠ ଶିକ୍ଷକ ଛାତ୍ରୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରୁଥିବା...

ମୋ ବସ୍‌ ଦୁର୍ଘଟଣା ମାମଲା : ଝିଅ ପରେ ଚାଲିଗଲା ମା’ଙ୍କ ଜୀବନ

ଭୁବନେଶ୍ୱର,୧୭ା୨(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ପାତ୍ରପଡ଼ା ଡିଏନ୍‌ ରେଗାଲିଆ ନିକଟରେ ଶୁକ୍ରବାର ରାତିର ଘଟିଥିବା ମୋ ବସ୍‌ ଦୁର୍ଘଟଣାରେ ଆହତ ଆଉ ଜଣଙ୍କ...

କିଟ୍‌ର ୨ ସିକ୍ୟୁରିଟି ଗାର୍ଡ ଅଟକ

ଭୁବନେଶ୍ୱର,୧୭।୨:ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। କ୍ୟାମ୍ପସ ଭିତରେ ଛାତ୍ରଙ୍କୁ ମାଡ଼ ଘଟଣାରେ ୨ ସିକ୍ୟୁରିଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri