୮୪ତମ ସର୍ବଭାରତୀୟ ସ୍ତରୀୟ ବାଚସ୍ପତି, ଉପବାଚସ୍ପତି ସମ୍ମିଳନୀରେ ଯୋଗ ଦେଲେ ଜି.ଉଦୟଗିରି ବିଧାୟକ

ଦାରିଙ୍ଗବାଡ଼ି,୨୮ା୧(ଅରୁଣ ସାହୁ): ମୁମ୍ବାଇଠାରେ ୮୪ତମ ସର୍ବ ଭାରତୀୟସ୍ତରରେ ୩ ଦିନିଆ ବାଚସ୍ପତି ଓ ଉପବାଚସ୍ପତିଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହା ଶନିବାର ଆରମ୍ଭ ହୋଇଥିବା ବେଳେ ସୋମବାର ଶେଷ ହେବ। ଏହି ସମ୍ମିଳନୀରେ ଜି. ଉଦୟଗିରି ବିଧାୟକ ତଥା ବିଧାନସଭାର ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦାନ କରିଛନ୍ତି। ଏହି ସମ୍ମିଳନୀରେ ଲୋକ ସଭା ବାଚସ୍ପତି ଓମ୍‌ ବର୍ଲା ଏବଂ ମୁଖ୍ୟମନ୍ତ୍ରୀ ଏ. କେ ନାଥ ସିନ୍ଦେଙ୍କ ଉପସ୍ଥିତରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଶେଷକରି ବର୍ତ୍ତମାନ ପରିସ୍ଥିତିରେ ଗଣତନ୍ତ୍ରର ରକ୍ଷା କରିବ। ସମସ୍ତ ରାଜ୍ୟର ବାଚସ୍ପତି ଓ ଉପବାଚସ୍ପତିଙ୍କ ଗୁରୁଦାୟିତ୍ୱ ବୋଲି କୁହାଯାଇଥିଲା। ଭାରତକୁ ଏକ ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ କରିବା ଓ ଗଣତନ୍ତ୍ରକୁ ରକ୍ଷା କରିବା ପାଇଁ ସମସ୍ତେ ଯତ୍ନବାନ ହେବାକୁ କୁହାଯାଇଥିବା ଓଡ଼ିଶା ବିଧାନସଭାର ଉପବାଚସ୍ପତି ସାଲୁଗା ପ୍ରଧାନ କହିଛନ୍ତି। ତାଙ୍କୁ ଏହି ସୁଯୋଗ ମିଳିଥିବାରୁ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାଧୁବାଦ ଜଣାଇଛନ୍ତି। ସେହିପରି ଉପବାଚସ୍ପତି ସ୍ଥାନୀୟ ଅଞ୍ଚଳର ବିଧାୟକ ହୋଇଥିବାରୁ ଦାରିଙ୍ଗବାଡ଼ି ଅଞ୍ଚଳବାସୀ ଖୁସିବ୍ୟକ୍ତ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri