ମାଣ୍ଡିପଙ୍କାରେ ଜି. ଉଦୟଗିରି ବିଧାୟକ ପ୍ରଫୁଲ ପ୍ରଧାନ: ସ୍ଥିତି ଅନୁଧ୍ୟାନ ସହ ପୁଣି ଉଠାଇଲେ ବ୍ରାହ୍ମଣୀଗାଁ ବ୍ଲକ ଦାବି ପ୍ରସଙ୍ଗ

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ ମାଣ୍ଡିପାଙ୍କାରେ ଖାଦ୍ୟ ଅଭାବରୁ ଲୋକେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଏବେ ମଧ୍ୟ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ଶନିବାର ଘଟଣାର ଅନୁଧ୍ୟାନ କରିବା ପାଇଁ ଜି. ଉଦୟଗିରି ବିଧାୟକ ପ୍ରଫୁଲ ପ୍ରଧାନ ମାଣ୍ଡିପଙ୍କାରେ ପହଞ୍ଚିଛନ୍ତି। ସେ ସେଠାକାର ସ୍ଥିତି ଅନୁଧ୍ୟାନ କରିବା ସହ ଉକ୍ତ ଅଞ୍ଚଳରେ ସଠିକ ସମୟରେ ଚାଉଳ ମିଳି ନ ଥିବାରୁ ଲୋନେ ଆମ୍ବ ଟାକୁଆକୁ ଖାଦ୍ୟ ଭାବେ ଖାଇଥିବା କହିଛନ୍ତି। ଏହା ସହ ବ୍ରାହ୍ମଣୀଗାଁକୁ ବ୍ଲକ ଭାବେ ଘୋଷଣା କରିବାକୁ ସେ ରାଜ୍ୟ ସରକାରଙ୍କ ନିକଟରେ ଦାବି ଜଣାଇଥିବା ବେଳେ ପୁଣି ଦାବି ଦୋହରାଇବେ ବୋଲି କହିଛନ୍ତି।
ଅନ୍ୟପକ୍ଷେ ଏବେବି ଉକ୍ତ ଅଞ୍ଚଳରେ ଲୋକେ ଆମ୍ବ ଟାକୁଆ ଖାଉଛନ୍ତି। ଭୋକ ପାଇଁ ଆମ୍ବ ଟାକୁଆ ଖାଇବା ପାଇଁ ବାଧ୍ୟ ହେଉଛୁ ବୋଲି ଗ୍ରାମର ମହିଳା ମାନେକହିଛନ୍ତି। ଉକ୍ତ ଗ୍ରାମର ଏକାଧିକ ଲୋକଙ୍କ ଅଭିଯୋଗ ସେମାନଙ୍କୁ ଏବେ ପର୍ଯ୍ୟନ୍ତ ପିଡିଏସ୍‌ ଚାଉଳ ମିଳିନାହିଁ ଫଳରେ ଯେତିକି ଚାଉଳ ପୂର୍ବରୁ ମିଳିଥିଲା ତାହା ଅନେକ ପରିବାର ଗହଳି ଯୋଗୁ ଖାଇ ସାରିଦେଇଛୁ। ସରକାର ଅଧିକ ଚାଉଳ ଦେବାକୁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri