ଶୀତରେ ଥରୁଛି ଜି. ଉଦୟଗିରି, ସର୍ବନିମ୍ନ ୪.୮ ଡିଗ୍ରୀ ତାପମାତ୍ରା ରେକର୍ଡ

ଜି.ଉଦୟଗିରି,୧୯।୧(ଶିଶିର ପଟ୍ଟନାୟକ): ହାଡ଼ ଭଙ୍ଗା ଶୀତରେ ଥରୁଛି ରାଜ୍ୟର ଶୀତଳ ସହର ଭାବେ ପରିଚିତ ଜି.ଉଦୟଗିରି । ରବିବାର ଏଠାରେ ସର୍ବନିମ୍ନ ତାପମାତ୍ରା ୪. ୮ ଡିଗ୍ରୀ ସେଲସିୟସ ରେକର୍ଡ କରଯାଇଛି। ସେହିପରି ଶନିବାର ସହରର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ରହିଥିବା ବେଳେ ଶୁକ୍ରବାର ୬ ଡିଗ୍ରୀ ସେଲସିୟସ ରହିଥିଲା। ପ୍ରବଳ ଶୀତର ମଜା ନେବା ପାଇଁ ଏଠାରେ ବାହାର ପର୍ଯ୍ୟଟକମାନଙ୍କ ଭିଡ଼ ଲାଗି ରହୁଛି । ନିକଟରେ କାଲିଗାଡୁ ହିଲଟପ୍‌ର ବିକାଶ ଓ ସିରିକି ପାର୍କ ଓ ଡ୍ୟାମ୍‌ର ବିକାଶ ପାଇଁ ପଞ୍ଚାୟତରାଜ ମନ୍ତ୍ରୀ ରବି ନାୟକଙ୍କ ଗସ୍ତ ବେଳେ ଅଞ୍ଚଳ ବାସୀ ପ୍ରସ୍ତାବ ଦେଇଥିଲେ । ଏସବୁ ପର୍ଯ୍ୟଟନସ୍ଥଳୀ ଗୁଡିକର ବିକାଶ ହୋଇ ପାରିଲେ ପର୍ଯ୍ୟଟନ କ୍ଷେତ୍ରରୁ ଅଞ୍ଚଳ ବାସିନ୍ଦା ଲାଭବାନ ହୋଇ ପାରିବେ ବୋଲି କହିଥିଲେ । ଅନ୍ୟପଟେ ଘନ କୁହୁଡ଼ି ଓ ପ୍ରବଳ ଥଣ୍ଡା ଲାଗିରହିଥିବା ଯୋଗୁ ଜନ ଜୀବନ ପ୍ରଭାବିତ ହେଉଛି। ଅନେକେ ଲୋକେ ଥଣ୍ଡା, ସର୍ଦ୍ଦି, ଜ୍ୱରରେ ପୀଡ଼ିତ ହେଉଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri