Advertisement

ଜି୨୦ ଅଧ୍ୟକ୍ଷତା: ଭାରତଠାରୁ ଅନେକ ଆଶା

ଚଳିତ ବର୍ଷ ଭାରତର ଜି୨୦ ଅଧ୍ୟକ୍ଷତାରୁ ବିଶ୍ୱ ସମୁଦାୟ ଅନେକ କିଛି ଆଶା କରୁଛି ବୋଲି ଶୁକ୍ରବାର ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) ପରିଚଳାନା ନିର୍ଦ୍ଦେଶିକା କ୍ରିଷ୍ଟାଲିନା ଜର୍ଜିଏଭା କହିଛନ୍ତି। ବର୍ତ୍ତମାନର ସଙ୍କଟ ସମୟରେ ଅନ୍ତର୍ଜାତୀୟ ସମୁଦାୟ ବିଶ୍ୱର ସମନ୍ବିତ ଅର୍ଥନୀତିକୁ ସୁରକ୍ଷା ଦେବା ଜରୁରୀ ହୋଇପଡ଼ିଛି। ତେଣୁ ଭାରତ ଆମ ସମସ୍ତଙ୍କୁ ସାଙ୍ଗରେ ନେଇ ଏହି ବୃହତ୍‌ ବୈଶ୍ୱିକ ସେବା ପ୍ରଦାନ କରିବ ବୋଲି ସେ ଆଶାବାଦୀ ଥିବା ପ୍ରକାଶ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଗତ ଡିସେମ୍ବର ୧ରେ ଭାରତ ଆନୁଷ୍ଠାନିକ ଭାବେ ୨୦ ରାଷ୍ଟ୍ର ସମୂହର ଅଧ୍ୟକ୍ଷତା ଆରମ୍ଭ କରିଛି। ଆସନ୍ତା ସେପ୍ଟେମ୍ବର ୯-୧୦ରେ ନୂଆଦିଲ୍ଲୀରେ ହେବାକୁ ଥିବା ସମ୍ମିଳନୀରେ ଜି୨୦ ନେତୃବୃନ୍ଦ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାନାନ୍ତର ହେବ ଇଣ୍ଡୋନେସିଆ ରାଜଧାନୀ

ଜାକର୍ତ୍ତା,୧୮ା୮: ବିଶ୍ୱ ମାନଚିତ୍ରରୁ ହଜିବାକୁ ଯାଉଛି ଇଣ୍ଡୋନେସିଆ ରାଜଧାନୀ ଜାକର୍ତ୍ତା। ପରିବେଶ ବିଶେଷଜ୍ଞମାନଙ୍କ ମତରେ ଯଦି ବର୍ତ୍ତମାନ ହାରରେ ସମୁଦ୍ରର ଜଳପତ୍ତନ ବୃଦ୍ଧି ପାଏ ତେବେ...

ମହାକାଶ ଯାତ୍ରା କରିବାରେ ବ୍ରାନ୍‌ସନ୍‌ ପ୍ରଥମ ବିଲିୟନେୟାର

ଓ୍ବାଶିଂଟନ୍‌, ୧୧ା୭: ଭର୍ଜିନ ଗାଲାକ୍ଟିକ ପ୍ରତିଷ୍ଠାତା ରିଚାର୍ଡ ବ୍ରାନ୍‌ସନ(୭୦) ରବିବାର ପ୍ରଥମ ବିଲିୟନେୟାର ଭାବେ ମହାକାଶ ଯାତ୍ରା କରିବାରେ ଇତିହାସ ରଚିଛନ୍ତି। ତାଙ୍କ ସହ ଦୁଇ...

କମଲା ହାରିସ୍‌ ହୋଲି ଅବସରରେ କହିଲେ ଏପରି…

ଓ୍ବାଶିଂଟନ,୨୯।୩: ଆମେରିକା ରାଷ୍ଟ୍ରପତି କମଲା ହାରିସ୍‌ ହୋଲି ଅବସରରେ ଶୁଭକାମନା ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ହୋଲି ଉତ୍ସବରେ ନିଜ ନିଜ ମଧ୍ୟରେ...

ଯୁଦ୍ଧର ଛାତିଥରା ଦୃଶ୍ୟ,ବୁଚା ସହରରେ ଗୋଟିଏ କବରରେ ୩୦୦ରୁ ଅଧିକ ମୃତଦେହ…

କ୍ୱିଭ୍‌, ୩।୪ : ୟୁକ୍ରେନ ରାଜଧାନୀ କ୍ୱିଭ୍‌ ନିକଟରେ ଅବସ୍ଥିତ ବୁଚା ସହରରୁ ଯୁଦ୍ଧର ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଛି । ଏଠାରେ ଗୋଟିଏ କବରରୁ...

ୟୁକ୍ରେନକୁ ଏକେଲା ଛାଡିଦେଲା ନାଟୋ ଦେଶ, ଆମେରିକା-ବ୍ରିଟେନ, ୟୁରୋପୀୟ ୟୁନିୟନ ରୁଷିଆ ଉପରେ ଲଗାଇଲେ କଡା ପ୍ରତିବନ୍ଧକ

ୱାଶିଂଟନ,୨୫ ।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯାଇଥିବା ବେଳେ ରୁଷିଆ ଆମେରିକାର ସମସ୍ତ ଆର୍ଥିକ ପ୍ରତିବନ୍ଧକକୁ ଏକ ପ୍ରକାର ଅଣଦେଖା କରି...

ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୧୬ଶହ, ୧୭ ମୃତ୍ୟୁ

ଇସ୍‌ଲାମାବାଦ,୩୦।୩: ପାକିସ୍ତାନରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ୧୦୦ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ସେଠାରେ ଆକ୍ରାନ୍ତଙ୍କ...

ଭାରତରେ ବଢ଼ୁଛି ଘୃଣା ମନ୍ତବ୍ୟ

ନ୍ୟୁୟର୍କ,୨୫।୧୦: ଭାରତ ହେଉଛି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଫେସ୍‌ବୁକ୍‌ ପାଇଁ ବିଶ୍ୱର ସବୁଠୁ ବଡ଼ ବଜାର। ତେବେ ଦେଶରେ ବିଭ୍ରାନ୍ତିକର ତଥ୍ୟ, ଘୃଣା ମନ୍ତବ୍ୟ ଓ...

କାବୁଲରେ ମସଜିଦ, ମିନି ବସରେ ୪ ବିସ୍ଫୋରଣ: ୧୬ ମୃତ

କାବୁଲ,୨୬ ।୫: ଆଫଗାନିସ୍ତାନର ରାଜଧାନୀ କାବୁଲରେ ବୁଧବାର ଏକ ମସଜିଦ ଓ ଉତ୍ତର ସହର ମଜାର-ଏ-ଶରିଫରେ ୩ ମିନି ବସରେ ହୋଇଥିବା ବିସ୍ଫୋରଣରେ ୧୬ ଜଣଙ୍କ...

Advertisement
Archives

Model This Week