ଜି-୨୦ ସଜବାଜ: ୭ରୁ ୧୧ ସେପ୍ଟେମ୍ବର ପାଇଁ ଏୟାର ଇଣ୍ଡିଆ ଘୋଷଣା କଲା ସ୍ବତନ୍ତ୍ର ସୁବିଧା

ନୂଆଦିଲ୍ଲୀ,୫।୯: ଜି-୨୦କୁ ଦୃଷ୍ଟିରେ ରଖି ରାଜଧାନୀ ନୂଆଦିଲ୍ଲୀରେ ସଜବାଜ ଆରମ୍ଭ ହୋଇ ଯାଇଛି। ଜି-୨୦ ବୈଠକ ଯୋଗୁ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କ ପାଇଁ ଏକ ସ୍ବତନ୍ତ୍ର ସୁବିଧା ଘୋଷଣା କରିଛି। ଏୟାର ଇଣ୍ଡିଆ ଏକ୍ସ(ପୂର୍ବ ଟ୍ବିଟର)ରେ ଟୁଇଟ କରି କହିଛି ଯେ, ୭ରୁ ୧୧ ସେପ୍ଟେମ୍ବର ମଧ୍ୟରେ ଦିଲ୍ଲୀରେ ଯାତାୟାତକୁ ନେଇ ପ୍ରତିବନ୍ଧକ ଲାଗୁ ହେବ। ଏଭଳି ପରିସ୍ଥିତିରେ ଦିଲ୍ଲୀରୁ ଯାଉଥିବା କିମ୍ବା ଦିଲ୍ଲୀକୁ ଆସୁଥିବା ଯାତ୍ରୀମାନଙ୍କୁ ଏକ ବିକଳ୍ପ ଦିଆଯାଇଛି। କନର୍ଫମ ଟିକେଟ କରିଥିବା ଯାତ୍ରୀଙ୍କୁ ଟ୍ୟାକ୍ସ ଫ୍ରି କରାଯାଇଛି। ଯଦି ଯାତ୍ରୀମାନେ ସେମାନଙ୍କର ଯାତ୍ରାର ତାରିଖ କିମ୍ବା ସେମାନଙ୍କର ବିମାନ ପରିବର୍ତ୍ତନ କରିବାକୁ ଚାହାଁନ୍ତି, ତେବେ ପୁର୍ନ ନିର୍ଦ୍ଧାରିତ ବିମାନ ପାଇଁ ଭଡା ଦେବାକୁ ପଡିବ। ତେବେ ଏହି ୫ଦିନ ଯାତ୍ରାରେ ଯାତ୍ରୀଙ୍କୁ କୌଣସି ଟ୍ୟାକ୍ସ ଦେବାକୁ ବଡିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri