Posted inଜାତୀୟ

ଜି-୨୦ ବୈଠକ ପୂର୍ବରୁ ଶ୍ରୀନଗରରେ ପହଞ୍ଚିଲେ ଏନ୍‌ଏସ୍‌ଜି କମାଣ୍ଡୋ

ଶ୍ରୀନଗର,୧୮।୫: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ହେବାକୁ ଥିବା ଜି-୨୦ ବୈଠକ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଦିଆଯାଇଛି। ଗୁରୁବାର ନ୍ୟାଶନାଲ ସିକ୍ୟୁରିଟି ଗାର୍ଡ (ଏନ୍‌ଏସ୍‌ଜି) ଏବଂ ସାମୁଦ୍ରିକ କମାଣ୍ଡୋ ଶ୍ରୀନଗରରେ ପହଞ୍ଚି ଫ୍ଲାଗ୍‌ ମାର୍ଚ୍ଚ କରିଛନ୍ତି। ଏପରିକି ସୁରକ୍ଷା କର୍ମୀ ଲାଲଚକ୍‌ କ୍ଲକ ଟାୱାର ପରିଦର୍ଶନ କରି ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖିଥିଲେ। ପ୍ରଥମ ଥର ପାଇଁ ଜମ୍ମୁ-କଶ୍ମୀରରେ ଜି-୨୦ ସମ୍ମିଳନୀ ଆୟୋଜନ ହେଉଥିବା ବେଳେ ବର୍ତ୍ତମାନ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

ମେ ୨୨ରୁ ୨୪ ପର୍ଯ୍ୟନ୍ତ ଶ୍ରୀନଗରର ପ୍ରସିଦ୍ଧ ଡାଲ ହ୍ରଦ କୂଳରେ ଥିବା ଏସ୍‌କେଆଇସିସିରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ପର୍ଯ୍ୟଟନ ଏବଂ ବାଣିଜ୍ୟ କ୍ଷେତ୍ରରେ ସକରାତ୍ମକ ପ୍ରଭାବ ପକାଇବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହମ୍ମଦିଙ୍କୁ ଆଉ ସାଢ଼େ ୭ ବର୍ଷ ଜେଲ

ଦୁବାଇ,୯ା୨(ଏପି):ଇରାନ୍‌ର ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ନର୍ଗେସ ମୋହମ୍ମଦିଙ୍କୁ ଦେଶର ଏକ ଅଦାଲତ ଆଉ ସାଢ଼େ ୭ ବର୍ଷ ଜେଲ ଦଣ୍ଡାଦେଶ ଦେଇଛି। ୨୦୨୩ରେ ନୋବେଲ ପୁରସ୍କାର…

ଶ୍ରେଷ୍ଠ ପ୍ରଜାତି ସୃଷ୍ଟି ଲାଗି ଏକସଙ୍ଗେ ୨୦ ମହିଳାଙ୍କୁ ଗର୍ଭବତୀ କରିବାକୁ ଚାହୁଁଥିଲେ ଏପ୍‌ଷ୍ଟିନ୍‌

ନ୍ୟୁୟର୍କ,୯ା୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ଧନୀ ଅର୍ଥ ଲଗାଣକାରୀ ଜେଫ୍ରି ଏପ୍‌ଷ୍ଟିନ୍‌ ଜେନେଟିକ୍‌ ଇଞ୍ଜିନିୟରିଂ ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ବ୍ୟବହାର କରି ମାନବ ଜାତିର…

ଏଇ ଭାରତରେ

ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ…

୬ ବର୍ଷୀୟା ବାଳିକାଙ୍କୁ ବଳାତ୍କାର ପରେ ହତ୍ୟା

ପାଟନା,୯ା୨: ବିହାର ଦରଭଙ୍ଗା ସହରର ୟୁନିଭର୍ସିଟି ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ବାଳିକାଙ୍କୁ ରବିବାର ବଳାତ୍କାର ପରେ ହତ୍ୟା କରାଯାଇଛି। ସୂତ୍ର ଅନୁଯାୟୀ, ବାଳିକା ଜଣକ…

ଦୁଃଖ ଖୋଜୁଥିବା ମଣିଷ

କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ…

ଉଠିବା ଦରକାର, ଉଡ଼ିବା ପଛକଥା

ପ୍ରଥମ ବିଶ୍ୱଯୁଦ୍ଧ ସମୟର ଇଟାଲୀୟ ଆମ୍ବୁଲାନ୍ସ ଚାଳକ, ପରବର୍ତ୍ତୀ ସମୟରେ ଗୁରୁତର ଆହତ ଅର୍ନେଷ୍ଟ ହେମିଂୱେଙ୍କ କଥା ଆଜି ବି ପାସୋରି ପାରି ନାହାନ୍ତି ଅର୍ଥନୈତିକ ବିଶାରଦଗଣ।…

ବଡ଼ ଯୋଜନାରେ ଖର୍ଚ୍ଚ ହୋଇଛି ବଜେଟର ୪୦%

ନୂଆଦିଲ୍ଲୀ,୯ା୨: ଚଳିତ ଆର୍ଥତ୍କ ବର୍ଷ ପାଇଁ କେନ୍ଦ୍ର ବଜେଟରେ ସର୍ବବୃହତ୍‌ ଯୋଜନାଗୁଡ଼ିକ ନିମନ୍ତେ ଯେଉଁ ଅର୍ଥ ବ୍ୟୟବରାଦ ହୋଇଥିଲା, ସରକାର ୯ ମାସ ମଧ୍ୟରେ ତାହାର ମାତ୍ର…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri