Posted inଜାତୀୟ

ଜି-୨୦ ଶ୍ରମ, ନିଯୁକ୍ତି ମନ୍ତ୍ରୀ ବୈଠକ: ଭବିଷ୍ୟତ କର୍ମଜୀବୀଙ୍କ ପାଇଁ ମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଜି-୨୦ ଶ୍ରମ ଓ ନିଯୁକ୍ତି ମନ୍ତ୍ରୀଙ୍କ ବୈଠକରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ସୌଭାଗ୍ୟବଶତଃ ଏହି ବୈଠକ ଏଭଳି ଦେଶରେ ଅନୁଷ୍ଠିତ ହୋଇଛି, ଯେଉଁଥିରେ ଅତୀତରେ ଏହିପରି ଟେକ୍ନୋଲୋଜି ଦ୍ୱାରା ପରିଚାଳିତ ପରିବର୍ତ୍ତନ ସମୟରେ ବହୁ ସଂଖ୍ୟକ ଟେକ୍ନୋଲୋଜି ଚାକିରି ସୃଷ୍ଟି କରିବାର ଅଭିଜ୍ଞତା ରହିଛି।

ସେ କହିଛନ୍ତି, ଆମ ସମସ୍ତଙ୍କୁ ଉନ୍ନତ ଜ୍ଞାନକୌଶଳ ଏବଂ ପ୍ରକ୍ରିୟାର ବ୍ୟବହାରରେ ଆମର କର୍ମଜୀବୀଙ୍କୁ ଦକ୍ଷତା ଦେବା ଆବଶ୍ୟକ। ସ୍କିଲିଙ୍ଗ୍‌, ରେସ୍କଲିଙ୍ଗ୍‌ ଏବଂ ଅପ୍‌ ସ୍କିଲିଙ୍ଗ୍‌ହେଉଛି ଭବିଷ୍ୟତର କର୍ମଜୀବୀ ପାଇଁ ମନ୍ତ୍ର। ଭାରତରେ ଆମର ସ୍କିଲ ଇଣ୍ଡିଆ ମିଶନ ଏହି ବାସ୍ତବତା ସହିତ ଯୋଡିହେବା ପାଇଁ ଏକ ଅଭିଯାନ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri