Posted inଜାତୀୟ

ଜି -୨୦ ସମ୍ମିଳନୀର ପ୍ରଥମ ଦିବସ: ଉଦଘାଟନ ସମାରୋହରେ ମରକ୍କୋ ଭୂ୍‌କମ୍ପକୁ ନେଇ ଦୁଃଖ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୯।୯: ରାଜଧାନୀ ଦିଲ୍ଲୀରେ ଶନିବାର (ଅନୁଷ୍ଠିତ ହେବାକୁ ଥିବା ଜି -୨୦ଶିଖର ସମ୍ମିଳନୀର ପ୍ରଥମ ଦିନର ଶୁଭାରମ୍ଭ ହୋଇଛି। ଏହି ଶିଖର ସମ୍ମିଳନୀକୁ ଉଦଘାଟନ କରିବା ସମୟରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ସମଗ୍ର ବିଶ୍ୱ ତରଫରୁ ମରକ୍କୋରେ ହୋଇଥିବା ଭୂକମ୍ପ ଯୋଗୁଁ ହୋଇଥିବା କ୍ଷୟକ୍ଷତି ଓ ଜୀବନହାନୀକୁ ନେଇ ମୁଁ ଦୁଃଖିତଏବଂ ସେଠାକାର ଲୋକଙ୍କ ସହ ମୋର ସମବେଦନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ନ ଷ୍ଟାରଙ୍କ ସହ କୋହଲି! ଫଟୋ ଭାଇରାଲ୍‌ ପରେ କ୍ରିକେଟ୍‌ ଜଗତରେ…

ନୂଆଦିଲ୍ଲୀ,୧୧।୫: ଆଜିକାଲି ବିରାଟ କୋହଲି IPL ୨୦୨୬ ସିଜିନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ଖେଳୁଥିବାର ଦେଖାଯାଉଛି। ପୂରା ସିଜିନରେ କୋହଲି ଦମଦାର ଫର୍ମରେ ଅଛନ୍ତି। ଏହା…

ଅନ୍‌ଲାଇନ୍‌ ଟ୍ରେଡିଂ ନାମରେ ଠକେଇ, ଆନ୍ଧ୍ରରୁ ଗିରଫ ହେଲେ ମାଷ୍ଟରମାଇଣ୍ଡ୍‌

କୋରାପୁଟ,୧୧ା୫(ଅମିତାଭ ବେହେରା): ଅନ୍‌ଲାଇନ୍‌ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା ଘଟଣାରେ…

ବିଜ୍ଞପ୍ତି ଜାରିି: ସବୁ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ VBGRAMG ଆକ୍ଟ-୨୦୨୫ ଲାଗୁ

ନୂଆଦିଲ୍ଲୀ,୧୧।୫: ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସୋମବାର VBG RAMG ଆକ୍ଟ-୨୦୨୫ ଲାଗୁ ହେବା ନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛି। ଜୁଲାଇ ପହିଲା ୨୦୨୬ରୁ VB-G RAM…

ଭବାନୀପାଟଣାରେ ବର୍ଷିଲେ ମୋକିମ, କହିଲେ ମୁଁ କୌଣସି ଗଡ଼କୁ ବିଶ୍ୱାସ କରେନି

ଭବାନୀପାଟଣା,୧୧ା୫(ଉତ୍ତମ ଦାଶ): କଳାହାଣ୍ଡିର ବିକାଶ ନାଁରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସୋମବାର ଏକ ବିଶାଳ ସମାବେଶ ଆୟୋଜନ କରାଯାଇଛି। ଭବାନୀପାଟଣାରେ ଆୟୋଜିତ ଏହି ସମାବେଶରେ ପିସିସି…

ମୁଖ୍ୟମନ୍ତ୍ରୀ ହେଉ ହେଉ ପ୍ରଥମ କ୍ୟାବିନେଟ ବୈଠକରେ ୬ ବଡ଼ ନିଷ୍ପତ୍ତି ନେଲେ ଶୁଭେନ୍ଦୁ, ଯାହା କରି ନଥିଲେ ଦିଦି କରି ଦେଖାଇବେ ଅଧିକାରୀ

କୋଲକାତା,୧୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ସମସ୍ତ ସମ୍ପୃକ୍ତ ଅଧିକାରୀ ଉପସ୍ଥିତ ଥିଲେ। ବୈଠକ ପରେ,…

ବର୍ଷେ ପର୍ଯ୍ୟନ୍ତ ସୁନା ନ କିଣିଲେ କ’ଣ ଶସ୍ତା ହୋଇଯିବ ସୁନା? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: ଭାରତୀୟ ପରିବାରରେ ସୁନା ସର୍ବଦା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଆସିଛି, ତାହା ଅଳଙ୍କାର ଆକାରରେ ହେଉ କିମ୍ବା ନିବେଶ ଭାବରେ। ତଥାପି, ଭାରତ ବିଶ୍ୱର…

ସରକାର ଗଠନର ଗୋଟିଏ ଦିନ ପରେ ଦେଖାଦେଲାଣି ଫାଟ, ଅସନ୍ତୋଷ ପ୍ରକାଶ କଲେ ସହଯୋଗୀ …

ଚେନ୍ନାଇ,୧୧।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କ ଶପଥ ଗ୍ରହଣ ସମାରୋହ ସମୟରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ, ଜାତୀୟ ସଙ୍ଗୀତ(ଜନଗଣ ମନ) ଏବଂ ରାଷ୍ଟ୍ରଗୀତ(ବନ୍ଦେ ମାତରମ)…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ନିଷ୍ପତ୍ତି: ଭାରତ-ବାଂଲାଦେଶ ସୀମାରେ ଲାଗିବ ତାରବାଡ଼

କୋଲକାତା,୧୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବା ପରେ ଶୁଭେନ୍ଦୁ ଅଧିକାରୀ ସୋମବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri