ଆଫ୍ରିକୀୟ ସଂଘକୁ ଜି-୨୦ରେ ସାମିଲ କରିବା ପାଇଁ ଚାଇନା କଲା ସମର୍ଥନ

ବେଜିଂ,୭।୯: ଆଫ୍ରିକୀୟ ସଂଘ(ଏୟୁ)କୁ ଜି-୨୦ରେ ସାମିଲ କରିବାକୁ ନେଇ ଚାଇନା ଗୁରୁବାର ନିଜର ସମର୍ଥନ ଜଣାଇଛି। ଏଥିସହ ସେ କହିଛି, ଜି -୨୦ରେ ଆଫ୍ରିକୀୟ ବ୍ଲକକୁ ସାମିଲ କରିବା ପାଇଁ ସମର୍ଥନ କରୁଥିବା ଏହା ପ୍ରଥମ ଦେଶ।

ଏହା ପୂର୍ବରୁ ଏକ ସାକ୍ଷାତକାର ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଭାରତ ୨୦ଟି ବୃହତ ଅର୍ଥନୀତିର ସମୂହରେ ଆଫ୍ରିକୀୟ ସଂଘକୁ ସମ୍ପୂର୍ଣ୍ଣ ସଦସ୍ୟ ଭାବରେ ସାମିଲ କରିବାକୁ ଭାରତ ସମର୍ଥନ କରେ, କାରଣ ସମସ୍ତ ଦେଶର ପ୍ରତିନିଧିତ୍ୱ ଏବଂ ସ୍ବୀକୃତି ବିନା କୌଣସି ଯୋଜନା ସଫଳ ହୋଇପାରିବ ନାହିଁ।

ଗଣମାଧ୍ୟମ ସହ କଥାବାର୍ତ୍ତା କରି ଚାଇନା ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ମାଓ ନିଙ୍ଗ କହିଛନ୍ତି ଯେ, ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ଏୟୁକୁ ସାମିଲ କରାଯିବ। ଏହାକୁ ସମର୍ଥନ କରୁଥିବା ପ୍ରଥମ ଦେଶ ହେଉଛି ଚାଇନା।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?