ସାଉଦି ଆରବରୁ ଭାରତ ଯାଏଁ ହେବ ରେଲଓ୍ବେ ଲାଇନ, ଚାଇନାକୁ କାଉଣ୍ଟର କରିବାକୁ ପ୍ରସ୍ତୁତ ହେଲା ଷ୍ଟ୍ରାଟେଜି ପ୍ଲାନ୍‌

ନୂଆଦିଲ୍ଲୀ,୮।୯: ଜି-୨୦ନେଇ ରାଜଧାନୀ ଦିଲ୍ଲୀରେ ପ୍ରସ୍ତୁତ ଶେଷ ହୋଇ ସାରିଛି। ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଦିଲ୍ଲୀରେ ପହଞ୍ଚି ସାରିଛନ୍ତି। ସେହିପରି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ସାଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ମଧ୍ୟ ଭାରତ ଆସୁଛନ୍ତି। ତେବେ ଏକ ଜାତୀୟ ଗଣମାଧ୍ୟର ସୂଚନା ଅନୁଯାୟୀ, ପିଏମ ମୋଦି ଏହି ନୁଇ ନେତାଙ୍କ ସମେତି ଜି-୨୦ର କିଛି ଅତିଥି ଦେଶଙ୍କ ମଧ୍ୟରେ ରେଳ ଚୁକ୍ତି କରିପାରନ୍ତି। ଏହି ଚୁକ୍ତି ପଛର କାରଣ ହେଉଛି ମଧ୍ୟ ପୂର୍ବରେ ଚାଇନା ନିଜ ଅଧିକାର ସାବ୍ୟସ୍ତ କରିବାକୁ ମୁଣ୍ଡ ପୁରାଇଲାଣି।

ଚାଇନାର ବେଲ୍ଟ ଏବଂ ରୋଡ ଇନିସିଏଟିଭକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ, ଏହି ଚୁକ୍ତି ସମ୍ମିଳନୀ ସମୟରେ କିମ୍ବା ଦ୍ୱିପାକ୍ଷିକ ଆଲୋଚନା ସମୟରେ ଚୂଡ଼ାନ୍ତ କରାଯିବ। ଆମେରିକାରେ ଏହି ଆଲୋଚନା ମଧ୍ୟ ଜୋର ଧରିଛି। କାରଣ ଯଦି ଏହି ଚୁକ୍ତି ଚୂଡାନ୍ତ ରୂପ ନିଏ ତେବେ ମଧ୍ୟ ପୂର୍ବରେ ବାଇଡେନ ସରକାର ନିଜର ନୀତି କାର୍ଯ୍ୟକାରୀ କରିବା ସହଜ ହେବ। ଉଦାହରଣ ସ୍ବରୂପ, ଇସ୍ରାଏଲ ଏବଂ ସାଉଦି ଆରବ ମଧ୍ୟରେ ସମ୍ପର୍କ ସୁଦୃଢ ହେବ। ଏହି ନୂଆ ପ୍ରକଳ୍ପ ଦ୍ୱାରା ଚାଇନାକୁ ଉଚିତ୍‌ ଜବାବ ଦିଆଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri