‘ପଠାନ’ ରେକର୍ଡ ଭାଙ୍ଗିଲା ‘ଗଦର-୨’

ଅଭିନେତା ସନ୍ନି ଦେଓଲଙ୍କ ବହୁ ପ୍ରତୀକ୍ଷିତ ମସାଲା ଆକ୍ସନ ଏଣ୍ଟରଟେନର୍‌ ‘ଗଦର ୨’ ବକ୍ସ ଅଫିସରେ ଜବରଦସ୍ତ ପ୍ରଦର୍ଶନ କରିଛି। ପରଦାରେ ତାରା-ସାକିନାଙ୍କ ଯୋଡିକୁ ଦେଖି ପ୍ରଶଂସକମାନେ ଖୁସି ଅଛନ୍ତି। ଦର୍ଶକ ଫିଲ୍ମକୁ ବହୁତ ଭଲ ପାଇବା ଦେଇଛନ୍ତି। ‘ଗଦର ୨’ ଉଦଘାଟନୀ ସପ୍ତାହରେ ୨୦୨୩ ମେଗା ବ୍ଲକବଷ୍ଟର ଚଳଚ୍ଚିତ୍ର ‘ପଠାନ’ ଏବଂ ‘ବାହୁବଳୀ’ର ରେକର୍ଡ ଭାଙ୍ଗିଛି।
୨୦୦୧ରେ ଆସିଥିବା ‘ଗଦର ଏକ ପ୍ରେମ କଥା’ର ୨୨ ବର୍ଷ ପରେ ଏହାର ସିକ୍ୱେଲ ‘ଗଦର ୨ ’ଶୁକ୍ରବାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଏହି ଚଳଚ୍ଚିତ୍ରଟି ପ୍ରଥମ ଦିନରୁ ଥିଏଟରରେ ବହୁ ଦର୍ଶକଙ୍କୁ ଆକର୍ଷିତ କରୁଛି। ପ୍ରଥମ ଦିନରେ ଫିଲ୍ମ ୪୦.୧୦ କୋଟି ଟଙ୍କା ରୋଜଗାର କରିଥିବାବେଳେ ଦ୍ୱିତୀୟ ଦିନରେ ୪୩.୦୮ କୋଟି ଟଙ୍କା ଏବଂ ତୃତୀୟ ଦିନରେ ୪୯.୫୦ ରୁ ୫୧.୫୦ କୋଟି ରୋଜଗାର କରିଛି।
ତିନି ଦିନରେ ମୋଟ ୧୩୪ କୋଟି ଟଙ୍କା ରୋଜଗାର କରିଛି। ଏହାସହିତ ‘ଗଦର ୨’ ‘ପଠାନ’ ଏବଂ ‘ବାହୁବଲୀ’ର ରେକର୍ଡ ଭାଙ୍ଗିଛି। ପଠାନ ତୃତୀୟ ଦିନରେ ୩୯ କୋଟି ରୋଜଗାର କରିଥିଲା। କେଜିଏଫ ତୃତୀୟ ଦିନରେ ୫୦.୩୦ କୋଟି ସଂଗ୍ରହ କରିଥିଲା ।
ବାହୁବଳୀ ତୃତୀୟ ଦିନରେ ୪୬.୫ କୋଟି ରୋଜଗାର କରିଥିଲେ। ତୃତୀୟ ଦିନରେ ଟାଇଗର ଜିନ୍ଦା ହୈ ୪୫.୫୩ କୋଟି ରୋଜଗାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା।…

ବେଆଇନ ଗୋ ଚାଲାଣ ହେଉଥିବାବେଳେ ଚଢାଉ କଲା ପୋଲିସ, ବାପପୁଅଙ୍କୁ…

ଆନନ୍ଦପୁର, ୭।୨(ସୁଶାନ୍ତ କୁମାର ସାହୁ): ପୋଲିସର ବ୍ୟାପକ ଚଢାଉ ପରେ ବି କେନ୍ଦୁଝର ଜିଲାରେ ବେଆଇନ ଗୋ ଚାଲାଣ କମିବାର ନା ଧରୁନି। ଶୁକ୍ରବାର ବିଳମ୍ବିତ ରାତିରେ…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ…

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri