୨୦୦ କୋଟି କ୍ଲବରେ ‘ଗଦର ୨’

ବମ୍ବେ: ବକ୍ସ ଅଫିସରେ ଧମାଲ କରୁଛି ‘ଗଦର ୨’। ସନ୍ନି ଦେଓଲ ଏବଂ ଅମିଶା ପଟେଲ ଅଭିନୀତ ଏହି ଫିଲ୍ମ ବ୍ୟବସାୟରେ ରେକର୍ଡ କରୁଛି। ମଙ୍ଗଳବାର ଛୁଟିଦିନ ଥିବାରୁ ଏହା ୫୫.୪୦ କୋଟି ରୋଜଗାର କରିଛି। ଆଶ୍ଚର୍ଯ୍ୟ ଲାଗିଲେ ବି କଥାଟି ସତ। ଏଭଳି ବ୍ୟବସାୟ ଯୋଗୁ ଫିଲ୍ମ ଇତିହାସ ରଚିଛି। ଟ୍ରେଡ୍‌ ଆନାଲିଷ୍ଟ ତରଣ ଆଦର୍ଶଙ୍କ ମୁତାବିକ ‘ଗଦର ୨’ ରିଲିଜର ପାଞ୍ଚ ଦିନରେ ୨୨୮.୯୮ କୋଟି ରୋଜଗାର କରିଛି।

୨୦୦ କୋଟି କ୍ଲବରେ ସାମିଲ ହେବା ପରେ ଫିଲ୍ମ ନିର୍ମାତା, ଷ୍ଟାରକାଷ୍ଟ ଏବଂ ପ୍ରଶଂସକ ଖୁସିବ୍ୟକ୍ତ କରୁଛନ୍ତି। ଫିଲ୍ମଟି ବ୍ଲକବଷ୍ଟର ସିନେମା ହେବା ଦିଗରେ ଅଗ୍ରଗତି କରୁଛି। ଏହା ସନି ଦେଓଲଙ୍କ କ୍ୟାରିୟର ଲାଗି ସଞ୍ଜିବନୀ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri