ସଂସଦ ଭବନରେ ପ୍ରଦର୍ଶିତ ହେବ ‘ଗଦର ୨’

ସନି ଦେଓଲ ଏବଂ ଅମିଶା ପଟେଲଙ୍କ ଅଭିନୀତ ଫିଲ୍ମ ‘ଗଦର ୨’ ବକ୍ସ ଅଫିସରେ ଜବରଦସ୍ତ ପ୍ରଦର୍ଶନ କରିଛି। ଏହି ଫିଲ୍ମ ‘ପଠାନ’ ପରେ ୨୦୨୩ ବର୍ଷର ହିନ୍ଦୀ ସିନେମାର ଦ୍ୱିତୀୟ ବୃହତ୍ତମ ହିଟ ଫିଲ୍ମ ପାଲଟିଛି। ଏହି ଫିଲ୍ମ ବକ୍ସ ଅଫିସରେ ରେକର୍ଡ ଭାଙ୍ଗୁଥିବାବେଳେ ଅନିଲ ଶର୍ମାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଅଗଷ୍ଟ ୨୫ ତାରିଖରୁ ସଂସଦର ନୂତନ ଭବନରେ ତିନି ଦିନ ପାଇଁ ପ୍ରଦର୍ଶିତ ହେବ।
‘ଗଦର ୨’ ୨୦୦୧ ଚଳଚ୍ଚିତ୍ର ‘ଗଦର ଏକ ପ୍ରେମ କଥା’ ସିକ୍ୱେଲ। ଏହାର ପ୍ରଥମ ଭାଗ ପରି ଏହି ଫିଲ୍ମକୁ ଦର୍ଶକ ମଧ୍ୟ ବହୁତ ଭଲ ପାଉଛନ୍ତି। ରିଲିଜ ହେବାର ଦୁଇ ସପ୍ତାହ ମଧ୍ୟରେ ୪୦୦ କୋଟିରୁ ଅଧିକ ଆୟ କରିଥିବା ଫିଲ୍ମ ‘ଗଦର ୨’ ର ଏକ ସ୍ବତନ୍ତ୍ର ସ୍କ୍ରିନିଂ ନୂତନ ସଂସଦ ଗୃହରେ ସଂସଦ ସଦସ୍ୟମାନଙ୍କ ପାଇଁ କରାଯିବ। ଏହି ସ୍କ୍ରିନିଂ ଆଜିଠାରୁ ଆରମ୍ଭ ହେବ ଏବଂ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri