ଗଦର-୩ର ଶୁଟିଂ ହେବ ଆରମ୍ଭ…

ମୁମ୍ବାଇ : ସନ୍ନି ଦେଓଲ-ଅମିଶା ପଟେଲଙ୍କ ଗଦର ଏବଂ ଗଦର-୨ ପରେ ବର୍ତ୍ତମାନ ଦର୍ଶକମାନେ ଉତ୍ସାହର ସହିତ ଏହାର ତୃତୀୟ ଭାଗକୁ ଅପେକ୍ଷା କରିଛନ୍ତି। ଏହି ଫିଲ୍ମ କରିବାକୁ ସନ୍ନି ମଧ୍ୟ ବହୁତ ଉତ୍ସାହିତ ଥିବା ପରି ମନେ ହେଉଛି। ଏହି ସମୟରେ ଖବର ଆସିଛି ଅନିଲ ଶର୍ମା ଦର୍ଶକଙ୍କ ପାଇଁ ଗଦର-୩ ନିର୍ମାଣ କରିବାକୁ ଯୋଜନା କରିଛନ୍ତି।

ଏକ ରିପୋର୍ଟରେ ସୂତ୍ରରୁ ପ୍ରକାଶ ସନ୍ନି ଦେଓଲ ତାରା ସିଂ ହୋଇ ଦର୍ଶକଙ୍କୁ ପୁଣି ଥରେ ପ୍ରଭାବିତ କରିବାକୁ ପ୍ରସ୍ତୁତ ଅଛନ୍ତି। ଗଦର-୨ର ବମ୍ପର ସଫଳତା ଦେଖି ଏହି ଚଳଚ୍ଚିତ୍ରର ନିର୍ମାତାମାନେ ଏହାର ତୃତୀୟ ଭାଗରେ ଅଧିକ ବିଳମ୍ବ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଯଦି ସବୁକିଛି ନିର୍ମାତାଙ୍କ ଯୋଜନା ଅନୁଯାୟୀ ଚାଲିଥାଏ, ତେବେ ଶୁଟିଂ ଟିମ ଖୁବ ଶୀଘ୍ର ଏହା ଉପରେ କାମ ଆରମ୍ଭ କରିବ ।

ରିପୋର୍ଟରେ ଏହା ମଧ୍ୟ ଦାବି କରାଯାଇଛି ବନାରସରେ ଗଦର-୩ ର ପୃଷ୍ଠଭୂମି ଶୁଟ କରାଯିବ। ଏହା ସହିତ ୧୪ ରୁ ୧୫ ଦିନ ପର୍ଯ୍ୟନ୍ତ ଫିଲ ଶୁଟିଂ ବିଭିନ୍ନ ସ୍ଥାନରେ କରାଯିବ। ରିପୋର୍ଟ ଅନୁଯାୟୀ ଏହାର ଶୁଟିଂ ନଭେମ୍ବରରୁ ଆରମ୍ଭ ହେବ।

ଉତ୍କର୍ଷ ଶର୍ମା ଏବଂ ସିମରତ କୌରଙ୍କ କାହାଣୀ ଗଦର -୩ ରେ ଏକ ନୂଆ ପ୍ଲଟ ସହିତ ଅଣାଯିବ । ସନ୍ନି-ଆମିଶା ଯୋଡି ପୁଣିଥରେ ଫିଲ୍ମରେ ଜବରଦସ୍ତ ଲୋକପ୍ରିୟତା ହାସଲ କରିବେ। ତେବେ ଏଥର ଭିଲେନଙ୍କ ବିଷୟରେ ଆଲୋଚନା ଜୋରସୋରରେ ଚାଲିଛି।

କଳ୍ପନାଜଳ୍ପନା ହେଉଛି ମନୀଷ ୱାଧୱାଙ୍କ ପୁଅ ଭିଲେନ ହେବେ ଏବଂ ସେ ତାଙ୍କ ପିତାଙ୍କର ପ୍ରତିଶୋଧ ନେବେ। ଚଳଚ୍ଚିତ୍ରର କାର୍ଯ୍ୟନିର୍ବାହୀ ନିର୍ମାତା ରାଣା ଭାଟିଆ କହିଛନ୍ତି ପରବର୍ତ୍ତୀ ଭାଗର କାହାଣୀ କ୍ରାକ ହୋଇଛି। ତେଣୁ ଏଥିପାଇଁ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଛି। ୨୦୨୪ ମସିହାରେ ଗଦର-୩ ର ଅଫିସିଆଲ ଘୋଷଣା କରାଯିବ। ଫିଲ୍ମର ରିଲିଜ ଅଗଷ୍ଟ ୨୦୨୫ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri