ପୁରୀ,୨୮।୬(ଅଜିତ୍ ମହାନ୍ତି): ବଡଭାଇ ବଳଭଦ୍ରଙ୍କ ରଥ ପରେ ଶରଧାବାଲିରେ ଗଡିଲା ଭଉଣୀ ସୁଭଦ୍ରା ଏବଂ ସାନଭାଇ ଜଗନ୍ନାଥଙ୍କର ରଥ। ଆଗେ ଆଗେ ବଡଭାଇ ଯାଉଥିବା ବେଳେ ପଛରେ ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ। ଜୟ ଜଗନ୍ନାଥ ଧ୍ୱନୀରେ ବଡଦାଣ୍ଡ ଉଛୁଳି ପଡୁଛି।
ପୁରୀ,୨୮।୬(ଅଜିତ୍ ମହାନ୍ତି): ବଡଭାଇ ବଳଭଦ୍ରଙ୍କ ରଥ ପରେ ଶରଧାବାଲିରେ ଗଡିଲା ଭଉଣୀ ସୁଭଦ୍ରା ଏବଂ ସାନଭାଇ ଜଗନ୍ନାଥଙ୍କର ରଥ। ଆଗେ ଆଗେ ବଡଭାଇ ଯାଉଥିବା ବେଳେ ପଛରେ ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ। ଜୟ ଜଗନ୍ନାଥ ଧ୍ୱନୀରେ ବଡଦାଣ୍ଡ ଉଛୁଳି ପଡୁଛି।
ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...
ଆବୁଧାବି,୭ା୧୨: ଫର୍ମୁଲା ୱାନ୍ର ରୋମାଞ୍ଚକର ଶେଷ ରେସ୍ରେ ମ୍ୟାକ୍ଲାରେନ୍ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...
ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...
କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍...
ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...
ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...
