୪ ହଜାର କୋଟିର ପ୍ରକଳ୍ପ ଶିଳାନ୍ୟାସ-ଲୋକାର୍ପଣ କଲେ ଗଡକରୀ

ଭୁବନେଶ୍ୱର,୧୭।୪: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଏହି ଅବସରରେ ଗଡ଼କରୀ ୪ ହଜାର କୋଟିରୁ ଅଧିକ ଟଙ୍କା ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ଏଥିରେ ୧୯ଟି ପ୍ରକଳ୍ପ ସାମିଲ ରହିଛି। ପୁରୀ-ଭୁବନେଶ୍ୱର ରାସ୍ତା ୬ ଲେନ୍‌ ହେବ ବୋଲି ସେ ସୂଚନା ଦେଇଛନ୍ତି।

ଭୁବନେଶ୍ବର ବରମୁଣ୍ଡା ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗଡକରୀ ୧୩ଟି ଜାତୀୟ ରାଜପଥ ପାଇଁ ୨୯୦୫ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ୪୨୭ କୋଟି ଟଙ୍କାର ୪ଟି ସିଆରଆଇଏଫ ବ୍ରିଜ ଶିଳାନ୍ୟାସ କରିବା ସହ ୮୪୧ କୋଟି ଟଙ୍କା ବ୍ୟୟରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଲୋକାର୍ପଣ କରିଛନ୍ତି।

ଅନ୍ୟପଟେ ସମ୍ପର୍କ ସେତୁର ମଧ୍ୟ ଶିଳାନ୍ୟାସ କରିଛନ୍ତି କେନ୍ଦ୍ରମନ୍ତ୍ରୀ। ଝାରସୁଗୁଡ଼ା ଓ ବରଗଡ଼ ଜିଲାକୁ ଯୋଡିବ ଏହି ସେତୁ । ମହାନଦୀରେ ଏହି ସେତୁ ନିର୍ମାଣ ହେଲେ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇପାରିବ । ଗୁରୁବାର ଭୁବନେଶ୍ବରରୁ ଭିସି ଯୋଗେ ସମ୍ପର୍କ ସେତୁର ଶିଳାନ୍ୟାସ କରିଛନ୍ତି ଗଡକରୀ। ଏନେଇ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଳକ ଭିଖମପାଲି ହାଇସ୍କୁଲ ପଡ଼ିଆରେ ଏକ ସଭାର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri