Posted inଜାତୀୟ

ଗଡକରୀଙ୍କ ବଡ଼ ସୂଚନା, ଏଣେତେଣେ ପାନଛେପ ପକାଇଲେ ଖବରକାଗଜରେ ବାହାରିବ…

ନୂଆଦିଲ୍ଲୀ,୨।୧୦: ଅକ୍ଟୋବର ୨ରେ ଗାନ୍ଧୀ ଜୟନ୍ତୀ ଅବସରରେ ସାରା ଦେଶରେ ସ୍ବଚ୍ଛତା ଅଭିଯାନ କରାଯାଉଛି। କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଆଜି ନାଗପୁର ମୁନସିପାଲଟି କର୍ପୋରେସନର ସ୍ବଚ୍ଛ ଭାରତ ଅଭିଆନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ଏବଂ ସେଠାରେ ସେ ଗାନ୍ଧୀଙ୍କ ଆଦର୍ଶ ନେଇ ବାର୍ତ୍ତା ଦେଇଥିଲେ। ତେବେ ସଭାକୁ ସମ୍ବୋଧନ କରି ସେ କହିଛନ୍ତି, ଯେଉଁମାନେ ପାନ ମସାଲା ଏବଂ ଗୁଟଖା ଖାଉଛନ୍ତି ଏବଂ ରାସ୍ତାରେ ଛେପ ପକାଉଛନ୍ତି ସେମାନଙ୍କ ଫଟୋ ଉଠାଇ ଖବରକାଗଜରେ ପ୍ରକାଶ କରାଯିବା ଉଚିତ।

ସେ ଆହୁରି କହିଛନ୍ତି, ଆମ ଦେଶର ଲୋକମାନେ ବହୁତ ଚତୁର ଅଟନ୍ତି। ଚକୋଲେଟ ଖାଇ ରାପରକୁ ରାସ୍ତାରେ ଫିଙ୍ଗି ଦିଅନ୍ତି। ଯେତେବେଳେ ସେହି ବ୍ୟକ୍ତି ବିଦେଶ ଯାଆନ୍ତି, ସେତେବେଳେ ସେ ନିଜ ପକେଟରେ ଚକୋଲେଟ ରାପର ରଖନ୍ତି ଏବଂ ସେଠାରେ ଭଲ ଆଚରଣ ପ୍ରଦର୍ଶନ କରନ୍ତି। କିନ୍ତୁ ଏଠାରେ ସେ ରାସ୍ତାରେ ଅଳିଆ ଫିଙ୍ଗନ୍ତି। ତେବେ ଲୋକଙ୍କୁ ମନାଇବା ପାଇଁ ଗଡକରୀ ନିଜର ଏକ ଉଦାହରଣ ଦେଇଛନ୍ତି। ସେ କହିଛନ୍ତି, ମୁଁ ମଧ୍ୟ ଆଜିକାଲି ଚକୋଲେଟ ଖାଉଛି, କିନ୍ତୁ ଘରକୁ ଯିବା ପରେ ଚକୋଲେଟ ରାପରକୁ ଫିଙ୍ଗିଦିଏ। ଏହାପୂର୍ବରୁ ଚକୋଲେଟ୍‌ ଖାଇ ମୋର କାରରେ ରାପର ଫିଙ୍ଗିବାର ଅଭ୍ୟାସ ରହିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri