ରାତାରାତି ମିଳିଛି ଫେମ୍‌: ‘ତେଲଗି’ ଚରିତ୍ର ପାଇଁ ୧୯ କିଲୋ ଓଜନ ବଢ଼ାଇଥିବା କହିଲେ ଗଗନ

ବମ୍ବେ: ‘ସ୍କାମ୍‌ ୨୦୨୩’ରେ ଦମ୍‌ଦାର ଅଭିନୟକୁ ନେଇ ରାତାରାତି ଖ୍ୟାତି ଅର୍ଜନ କରିଛନ୍ତି ଅଭିନେତା ଗଗନ ଦେବ ରିଆର୍‌। ଚାରିଆଡେ ତାଙ୍କ ‘ତେଲିଗି’ ଚରିତ୍ରକୁ ନେଇ ଚର୍ଚ୍ଚା। ସୋସିଆଲ ମିଡିଆରେ ଭଳିକି ଭଳି ମେମେ ଭାଇରାଲ ହେଉଛି। ଅଭିନେତା ଭାବେ ନିଜର ଏହି ଉପଲବ୍ଧିକୁ ନେଇ ଗଗନଙ୍କ ଖୁସି ମଧ୍ୟ କହିଲେ ନ ସରେ।

ଅଭିନୟରେ ବେଶ ସହଜ ଲାଗୁଥିଲେ ହେଁ ଚରିତ୍ର ଲାଗି କଠିନ ପରିଶ୍ରମ କରିଛନ୍ତି ଗଗନ। ବିଶେଷକରି ତାଙ୍କୁ ଏଥିପାଇଁ ବଢ଼ାଇବାକୁ ପଡ଼ିଛି ଓଜନ। ଚରିତ୍ରର ଆବଶ୍ୟକତାକୁ ଦେଖି ସେ ୧୮ରୁ ୧୯ କେଜି ଓଜନ ବଢ଼ାଇଥିଲେ। ଏହାକୁ ପରେ ଦୁଇ ବର୍ଷ ଧରି ନିୟନ୍ତ୍ରଣରେ ରଖିବା ସହଜ ନ ଥିଲା। ଅଭିନେତା ନ୍ୟୁଟ୍ରଶିଆନ ମାନଙ୍କ ସହାୟତା ନେଇଥିଲେ। ତାଙ୍କ କହିବା ମୁତାବକ ରାତ୍ରିଭୋଜନ ପରେ ଚାରି ରସଗୋଲା ଏବଂ ଆଇସକ୍ରିମ ଆଦି ଖାଉଥିଲେ। ଏବେ ଆଶା କରି ନ ଥିବା ପ୍ରଶଂସା ଏବେ ତାଙ୍କୁ ମିଳୁଛି ବୋଲି ସେ ପ୍ରତିକ୍ରିୟା ରଖିଛନ୍ତି।

ସ୍କାମ ୨୦୦୩ ସେପ୍ଟେମ୍ବର ପହିଲାରେ ସୋନି ଲିଭ୍‌ରେ ରିଲିଜ ହୋଇଛି। ଏବେ ଏହାର ୫ ଏପିସୋଡ ଷ୍ଟ୍ରିମ୍‌ ହୋଇଛି। ବାକି ଏପିସୋଡ ନଭେମ୍ବରରେ ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?