Posted inଖେଳ

ବଦଳିଗଲା ଗାଏକ୍ୱାଡଙ୍କ ଭାଗ୍ୟ: ଏକାଥରକେ ୧୩ ସ୍ଥାନ ଉପରକୁ ଉଠିଲେ

ହରାରେ,୧୧।୭: ଜିମ୍ବାୱେ ବିପକ୍ଷ ଟି -୨୦ ସିରିଜର ତୃତୀୟ ମ୍ୟାଚରେ ରୁତୁରାଜ ଗାଇକ୍ୱାଡ ଏକ ଚମତ୍କାର ପ୍ରଦର୍ଶନ କରିଥିଲେ। ଗାଏକ୍ୱାଡ ୪୯ ରନର ଇନିଂସ ଖେଳିଥିଲେ। ଏହାପୂର୍ବରୁ ସେ ଦ୍ୱିତୀୟ ମ୍ୟାଚ୍‌ରେ ଅପରାଜିତ ୭୭ ରନ ସଂଗ୍ରହ କରିଥିଲେ। ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଗାଇକ୍ୱାଡଙ୍କୁ ପୁରସ୍କୃତ କରାଯାଇଛି। ସେ ଆଇସିସି ର଼୍ୟାଙ୍କିଙ୍ଗରେ ଶ୍ରେଷ୍ଠ ୧୦ରେ ପହଞ୍ଚିଛନ୍ତି। ଏହି ତାଲିକାରେ ସୂର୍ଯ୍ୟକୁମାର ଯାଦବ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।
ଟି -୨୦ ବ୍ୟାଟିଂ ର଼୍ୟାଙ୍କିଙ୍ଗରେ ଗାଇକ୍ୱାଡ ୧୩ଟି ସ୍ଥାନକୁ ଡେଇଁଛନ୍ତି। ସେ ବର୍ତ୍ତମାନ ୭ ନମ୍ବରରେ ପହଞ୍ଚିଛନ୍ତି। ଗାଇକ୍ୱାଡ ୬୬୨ ରେଟିଂ ପାଇଛନ୍ତି। ସୂର୍ଯ୍ୟକୁମାର ଦୁଇ ନମ୍ବରରେ ରହିଛନ୍ତି। ସେ ୮୨୧ ରେଟିଂ ପାଇଛନ୍ତ। ର଼୍ୟାଙ୍କିଙ୍ଗରେ ଯଶସ୍ବୀ ଜୟସ୍ବାଲ କ୍ଷତି ସହିଛନ୍ତି। ସେମାନେ ତିନୋଟି ସ୍ଥାନ ଖସିଯାଇଛନ୍ତି। ଯଶସ୍ବୀ ୧୦ ନମ୍ବରରେ ଅଛନ୍ତି। ଟି-୨୦ ର଼୍ୟାଙ୍କିଙ୍ଗରେ ରିଙ୍କୁ ସିଂ ୪ଟି ସ୍ଥାନ ହାସଲ କରିଛନ୍ତି। ସେ ୩୯ ନମ୍ବରରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri