‘ନୂଆ ପ୍ଲାଟ୍‌ଫର୍ମ ସହ ଦର୍ଶକଙ୍କ ଆଦୃତି ପାଇଛି’

ଭୁବନେଶ୍ୱର ,୮।୧୨: ଚଳିତ ବର୍ଷ ଦୀପାବଳି ଅବସରରେ ‘ଜୀ-ସାର୍ଥକ’ ପକ୍ଷରୁ ଆୟୋଜିତ ‘ଦୀପାବଳିରେ ସୁନାର ବର୍ଷା’ ପ୍ରତିଯୋଗିତାର ବିଜେତାମାନଙ୍କୁ ନିକଟରେ ପୁରସ୍କୃତ କରାଯାଇଛି। ଏପରିକି ସ୍ଥାନୀୟ ପାହାଳଠାରେ ଜୀ-ସାର୍ଥକର କର୍ପୋରେଟ ଅଫିସ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଭାଗ୍ୟଶାଳୀ ବିଜେତାମାନେ ପୁରସ୍କାର ଗ୍ରହଣ କରିଛନ୍ତି। ଏପରିକି ମୋଟ ୩୧ ଜଣଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ଜଗତ୍‌ସିଂହପୁରର ଚପଳା ସ୍ବାଇଁ ମେଗା ବିଜୟିନୀ ଭାବେ ମନୋନୀତ ହୋଇ ୧୦ଗ୍ରାମ ଓଜନର ଏକ ସୁନା କଏନ୍‌ ପାଇଛନ୍ତି। ଏହି ପରିପ୍ରେକ୍ଷୀରେ ବିଜେତାମାନେ କହିଛନ୍ତି, ମନୋରଞ୍ଜନ ସହ ଏପରି ପ୍ରତିଯୋଗିତାର ଆୟୋଜନ କରିବା ଦ୍ୱାରା ଜୀ-ସାର୍ଥକ ଦର୍ଶକମାନଙ୍କ ପାଇଁ ଏକ ନୂଆ ପ୍ଲାଟ୍‌ଫର୍ମ ସୃଷ୍ଟି କରିବା ସହ ଆହୁରି ଅଧିକ ଦର୍ଶକଙ୍କ ଆଦୃତ ହୋଇପାରିଛି ଏବଂ ଦର୍ଶକଙ୍କ ମନ ଜିଣିଛି।

ଉଲ୍ଲେଖଯୋଗ୍ୟ, ଗତ ଅକ୍ଟୋବର ୧୪ ରୁ ୨୩ ପର୍ଯ୍ୟନ୍ତ ପ୍ରତିଦିନ ସା ୫ ରୁ ରାତି ୧୦ ମଧ୍ୟରେ ଜୀ-ସାର୍ଥକରେ ପ୍ରସାରିତ ହେଉଥିବା ଦିଦି ନମ୍ବର ୱାନ୍‌, ବିଜୟିନୀ, ଝିଲି, ସୁନା ଝିଅ ସାଥିରେ, ମା ଯାହାର ସାହା, ସର୍ବଜିତା ଅନୁ, ଭୋଳା ଓ ସା ରେ ଗା ମା ପା ସ୍ବରର ମହାମଞ୍ଚ ଆଦି ଧାରାବାହିକ ସମୟରେ ପ୍ରଶ୍ନଗୁଡିକ ପଚରାଯାଇଥିଲା। ଅପରପକ୍ଷରେ ମନୋରଞ୍ଜନର ନୂଆ ନୂଆ ରୂପ ସହ ଆଗାମୀ ଦିନରେ ଜୀ-ସାର୍ଥକ ଏଭଳି ଆହୁରି ଅନେକ ପ୍ରକାର ପ୍ରତିଯୋଗିତା ନେଇ ଆସିବ ବୋଲି ଜୀ-ସାର୍ଥକ ଟିମ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଷ୍ଟାର୍ମରଙ୍କ ଇସ୍ତଫା ପେରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri