କରୋନା କଟକଣା ମଧ୍ୟରେ ପୂଜା ପାଉଛନ୍ତି ମା’ ଗଜଲକ୍ଷ୍ମୀ

ପୁରୁଷୋତ୍ତମପୁର,୩୧ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ କରୋନା କଟକଣା ମଧ୍ୟରେ ମା’ ଗଜଲକ୍ଷ୍ମୀ ପୂଜା ପାଉଛନ୍ତି। ପ୍ରତିବର୍ଷ ଏଠାରେ ଜାକଜମକରେ ପୂଜା ହେଉଥିବା ବେଳେ ଚଳିତବର୍ଷ ତାହା ଦେଖିବାକୁ ମିଳିନାହିଁ। ଜନଗହଳି ମଧ୍ୟ ନାହିଁ। କରୋନା ମହାମାରୀ ଯୋଗୁ ପୂଜା ଏବର୍ଷ ଫିକା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇଚାରା ବଜାୟ ରଖିବା ଉପରେ ଗୁରତ୍ୱ

ଲୋଇସିଂହା,୪।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ପଞ୍ଚାୟତ ଅନ୍ତର୍ଗତ ସେମେଲମୁଣ୍ଡା ଗ୍ରାମର ନେତାଜୀ ଯୁବକସଂଘ ଆନୁକୂଲ୍ୟରେ ନୂଆଁଖାଇ ଭେଟ୍‌ଘାଟ ବୁଧବାର ଅନୁଷ୍ଠିତ ହୋଇଯାଇଛି ।...

ପୁଣି ବିବାଦରେ ଜିଲା ମୁଖ୍ୟ ଚିକିତ୍ସାଳୟ: ବେଡ୍‌ରୁ ରୋଗୀ ଗାଏବ

ଅନୁଗୋଳ ଅଫିସ, ୧୯।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ରୋଗୀ ଅଙ୍ଗାରବନ୍ଧ ଗ୍ରାମର ଟିଙ୍କାରୁ ନାଏକ (୨୦) ହଠାତ୍‌ କେଉଁଆଡ଼େ ଚାଲିଯାଇଥିବା ପରିବାର...

କାନଭାସ୍‌ରେ କରୋନା ସଚେତନତା

ଆରଡି,୨୦ା୪(ଡି.ଏନ.ଏ.)-ବିଭିନ୍ନ ସମୟରେ ସାମାଜିକ ଘଟଣାକୁ ନିଜ ରଙ୍ଗତୂଳୀରେ ରୂପଦେଇ ଆସୁଥିବା ଚିତ୍ରଶିଳ୍ପୀ ମୃତ୍ୟୁଞ୍ଜୟ ଏବେ କରୋନାକୁ ନେଇ ସଚେତନତାର ବାର୍ତ୍ତା ବାଣ୍ଟୁଛନ୍ତି। ଘରୁ ନ ବାହାରିବା,...

ଜିଲା ପରିଷଦ ଉପନିର୍ବାଚନ: ବୁଥ୍‌ରେ ଗ୍ଲୋବ୍ସ, ମାସ୍କ ବ୍ୟବସ୍ଥା ନାହିଁ

କଟକ ସଦର,୨୧।୧୨(ଡି.ଏନ୍‌.ଏ.): ଆସନ୍ତା ୨୨ରେ କଟକ ଜିଲାପରିଷଦ ୭ନଂ. ଜୋନ୍‌ ଉପନିର୍ବାଚନ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁଯାୟୀ ଅନୁଷ୍ଠିତ ହେବ। ବୁଥ୍‌ରେ ସାମାଜିକ ଦୂରତା ସହ ଭୋଟରମାନଙ୍କ...

ଟାଉନ୍‌ହଲ ପରିସର ପାଲଟିଛି ପାର୍କିଂସ୍ଥଳ, ପରିସ୍ରାଗାର

ପାରଳାଖେମୁଣ୍ଡି, ୫ା୩(ସ୍ବ.ପ୍ର.) ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ୧୪ ନଂ. ଓ୍ବାର୍ଡସ୍ଥିତ ଟାଉନ୍‌ହଲ ନବୀକରଣ କାର୍ଯ୍ୟ ଚାଲିଥିବାବେଳେ ଏଥିରେ ଅହେତୁକ ବିଳମ୍ବ ହେଉଥିବା ଜଣାପଡ଼ିଛି। ଜିଲା ସଦରରେ...

ବଡ଼ସାହିରେ ସର୍ବାଧିକ,ବିଜାତଳାରେ ସର୍ବନିମ୍ନ ବର୍ଷା: ବିଦ୍ୟାଳୟ ଛୁଟି

ବାରିପଦା ଅଫିସ,୨୫।୧୦: ମୟୂରଭଞ୍ଜ ଜିଲାରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ୁଛି। ଜିଲାର ବଡ଼ସାହିରେ...

ନାଳରେ ଭାସିଗଲେ ନାବାଳକ, ସାହସିକତା ଦେଖାଇଲେ ଅଗ୍ନିଶମ ବିଭାଗ କର୍ମଚାରୀ; ମିଳିଲା ନୂଆ ଜୀବନ

ବଣାଇ,୧୫ା୬(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର କେ.ବଳଙ୍ଗା ଥାନା ଅନ୍ତର୍ଗତ କମାରପୋଷ ଗ୍ରାମର ଜଣେ ନାବାଳକ ନାଳରେ ଗାଧୋଉଥିବା ବେଳେ ହଠାତ୍‌ ପାଣି ଚାଲିଆସିବାରୁ ସେ...

ବୃଦ୍ଧ ଦମ୍ପତିଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ପାଟଣା,୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ଗୁଧିରାମପଡ଼ା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ବୃଦ୍ଧ ଦମ୍ପତି...

Advertisement


Archives

Model This Week