ସଲଣ୍ଡିଆମୁଣ୍ଡା ଚଳଚଞ୍ଚଳ: ଗଜଲକ୍ଷ୍ମୀ ପୂଜାରେ ଉଠୁଛି ପଡ଼ୁଛି…

ରିଷିଡା,୬।୧୦(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ରିଷିଡା ସ୍ଥିତ ସଲଣ୍ଡିଆମୁଣ୍ଡାଠାରେ ଚତୁଃର୍ଦ୍ଦଶ ତମ ଗଜଲକ୍ଷ୍ମୀ ପୂଜା ଆରମ୍ଭ ହୋଇଛି । ରବିବାର ସନ୍ଧ୍ୟାରେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା ।ସୋମବାର ସକାଳୁ ପୂଜା ଆରମ୍ଭ ହୋଇଛି। କର୍ତ୍ତା ଭାବେ ବରିଷ୍ଠ ସାମ୍ବାଦିକ ନରୋତ୍ତମ ସେଲମା ଓ ତାଙ୍କ ଧର୍ମପତ୍ନୀ ବନିତା ସେଲମା ରହିଥିବା ବେଳେ ରୁଦ୍ରଦେବ ଦାସ ପୂଜକ ଭାବେ କାର୍ଯ୍ୟ ସମ୍ପାଦନ କରୁଛନ୍ତି।ଏହି ଅବସରରେ ପାରାୟଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ବ୍ୟାସ ଭାବେ ଆଶୁତୋଷ ଦାସ ଯୋଗଦେଇ ପୁରାଣପଠନ କରୁଛନ୍ତି l ପୂଜା କମିଟି ସଭାପତି ହେମନ୍ତ ଭୋଇ, ସମ୍ପାଦକ ବାସୁଦେବ ସେଲମା, ଉପସଭାପତି ମାୟାଧର ଭୋଇ, ସହ ସମ୍ପାଦକ ରଞ୍ଜନ କୁମାର ନାଏକ, ଲଛମନ ଭୋଇ, ବାବୁଲି ଚରଣ ପରିଡା, ଶୁଭ୍ରାଂଶୁ ଶୁଭ୍ରଜିତ ସେଲମା, ପ୍ରଭାଂଶୁ ପ୍ରଭୁଜିତ ସେଲମା, ଅନ୍ବେଷରଞ୍ଜନ ସେଲମା, ଗଣେଶ ପ୍ରସାଦ ଭୋଇ ( ସୋନୁ ), କାନ୍ତ ରଣା, ଅମାସୁର ରଣା, ଅକୁର ବାଗ ଯୁଧିଷ୍ଠିର ସାହୁ, ପାର୍ଥ ସାହୁ, ଦୟାନିଧି ଭୋଇ, ଲବ ସାହୁ, ସୁନୀଲ ବେହେରା ପ୍ରମୁଖଙ୍କ ସମେତ ପଡାବାସୀଙ୍କ ସହଯୋଗ୍‌ରେ ମହାସମାରୋହରେ ପୂଜା ଆୟୋଜିତ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?