ଗଛରେ ପିଟିହେଲା ବରଯାତ୍ରୀ ଗାଡ଼ି

ପାରଳାଖେମୁଣ୍ଡି,୧୪।୧୨(ଡି.ଏନ୍‌.ଏ.): ବରଯାତ୍ରୀ ଫେରୁଥିବା ବେଳେ ବସ୍‌ ଓଲଟି ୪ ଗୁରୁତର ହୋଇଛନ୍ତି। ଏହା ସହ ୨୫ରୁ ଊର୍ଦ୍ଧ୍ୱ ଆହତ ଅଛନ୍ତି। ଗଜପତି ଜିଲା ରାୟଗଡ ଥାନା ଅନ୍ତର୍ଗତ ସେବକପୁର ନିକଟରେ ଏଭଳି ଘଟଣା ଘଟିଛି ।
ଗଞ୍ଜାମ ଜିଲା ପୋଲସରା ନିକଟସ୍ଥ ରୁମଗୁଡା ଗ୍ରାମକୁ ବରଯାତ୍ରୀ ଯାଇ ବିଳମ୍ବିତ ରାତିରେ ଫେରୁଥିବା ବେଳେ ସେବକପୁର ନିକଟରେ ଭାରସାମ୍ୟ ହରାଇ ବସ୍‌ଟି ଏକ ଗଛରେ ପିଟି ହୋଇ ଓଲଟି ପଡ଼ିଥିଲା। ପ୍ରଥମେ ଆହତମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅଧିକ ଚିକିତ୍ସା ପାଇଁ ଗୁରୁତରଙ୍କୁ ବ୍ରହ୍ମପୁର ଏମ୍‌କେସିଜି ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri