ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌, ୩ ଦିନ ଲକ୍‌ଡାଉନ ହେବ ଗଜପତି ଜିଲା

ଗଜପତି,୨୮।୭(ଡି.ଏନ୍‌.ଏ.): ଗଜପତି ଜିଲାରେ ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌ ଓ ୩ ଦିନ ଲକ୍‌ଡାଉନ୍‌ ନିୟମ ଲାଗୁ ହେବ। ମଙ୍ଗଳବାର ଜିଲାରେ ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏ ନେଇ ଜିଲାପାଳ ଅନୁପମ ଶାହା ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି। ସପ୍ତାହର ଗୁରୁବାରଠାରୁ ରବିବାର ପର୍ଯ୍ୟନ୍ତ ଶଟଡାଉନ ନିୟମ ଲାଗୁ ହେଉଥିବା ବେଳେ ପୂର୍ବ ଭଳି ସୋମବାରଠୁ ବୁଧବାର ୩ ଦିନ ଲକ୍‌ଡାଉନ୍‌ କଟକଣା ଜାରି ରହିବ। ସମସ୍ତ ବ୍ଲକ ହେଡକ୍ବାର୍ଟର ମଧ୍ୟ ଶଟଡାଉନ ରହିବ ବୋଲି ଜଣାପଡ଼ିଛି।
ଅତି ଆବଶ୍ୟକ ନ ଥିଲେ ପାରଳାଖେମୁଣ୍ଡି ସହର ଏବଂ ବ୍ଲକ ହେଡକ୍ବାର୍ଟରକୁ ପ୍ରବେଶ ଏବଂ ପ୍ରସ୍ଥାନକୁ ଅନୁମତି ଦିଆଯିବ ନାହିଁ ବୋଲି ଜିଲାପାଳ କହିଛନ୍ତି। ପାରଳାଖେମୁଣ୍ଡି ସହର ବ୍ୟତୀତ କାଶୀନଗର ଏନଏସି, ରାନିପେଣ୍ଟୋ, କେରାଣ୍ଡି, ଜାମି ଏବଂ କତଲକଇଠା ଆଦି ପଞ୍ଚାୟତକୁ ମଧ୍ୟ ୪ ଦିନ ଶଟଡାଉନ କରାଯାଇଛି । ଆଗାମୀ ୩୦ ତାରିଖରୁ ଅଗଷ୍ଟ ୨ ତାରିଖ ଯାଏ ଏହି କଟକଣା ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ସାରି ଫେରୁଥିବା ବେଳେ ଓଲଟିଲା ପିକ୍‌ଅପ୍‌: ୨ମୃତ, ୨୫ରୁ ଊର୍ଦ୍ଧ୍ୱ ଆହତ

ନୂଆପଡ଼ା ଅଫିସ,୧୫।୨: ନୂଆପଡ଼ା ଜିଲା କୋମନା ଥାନା କ୍ରିଷ୍ଣା ଛକରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ପିକ୍‌ଅପ ଭ୍ୟାନ୍‌ ଓଲଟି...

୧୬ ଦିନ ହେଲା ନ୍ୟାୟ ଅପେକ୍ଷାରେ ଗଣବଳାତ୍କାର ପୀଡ଼ିତା

ବରଗଡ଼ ଅଫିସ୍‌,୨୭।୮: ବରଗଡ଼ ଜିଲା ଗାଇସିଲେଟ ଥାନା ଅଞ୍ଚଳରେ ଜଣେ ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ଘରପୋଡ଼ି ମାମଲା ହଇଚଇ ସୃଷ୍ଟି କରିଛି। ଏହି ମାମଲାରେ...

ଗରା, ବାଲ୍‌ଟି ଧରି ରାସ୍ତାରେ ମହିଳା

ନୀଳଗିରି, ୧୬।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଛତ୍ରପୁର ପଞ୍ଚାୟତର ୪ଟି ଗାଁରେ ପାନୀୟ ଜଳ ଯୋଗାଣରେ ଅବ୍ୟବସ୍ଥା ଦେଖାଦେଇଛି। ଏହାର ପ୍ରତିବାଦ କରି...

‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ଉଦ୍‌ଘାଟିତ: ପାଷ୍ଟିକ୍‌, ପଲିଥିନ ଛାଡ଼, ଗୋପାଳପୁର ଓ ବେଳାଭୂମି ସୁନ୍ଦର ରହିବ : ଜିଲାପାଳ

ଗୋପାଳପୁର,୯।୮: ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଭିନବ ପ୍ରୟାସରେ ‘ମୋ ଗୋପାଳପୁର କାର୍ଯ୍ୟକ୍ରମ’ ତଥା ବେଳାଭୂମି ସାମୂହିକ ସଫେଇ ଅଭିଯାନ ଆରମ୍ଭ ହୋଇଛି। ଶୁକ୍ରବାର...

ପୋଲିସ କର୍ମଚାରୀଙ୍କ ମାଡ଼ରେ ଯୁବକ ଗୁରୁତର

ବରୀ,୨୩।୧୦: ବରୀ ରାମଚନ୍ଦ୍ରପୁର ଥାନା ଅଧୀନ ବରୀ ‘ବିଲସାହି’ ଗ୍ରାମର ବାବୁଲି ମଲ୍ଲିକ ନାମକ (୨୧)ଜଣେ ଯୁବକଙ୍କୁ ବରୀ ଥାନାର ଜଣେ ପୋଲିସ କର୍ମଚାରୀ ମାଡ...

ବୁଲିବାକୁ ଆସିଥିଲେ ମାମୁଁ ଘର, ଚାଲିଗଲା ଜୀବନ

ଫୁଲବାଣୀ ଅଫିସ,୨୭।୫: ଏକ ବିଷଧର ସାପ କାମୁଡ଼ାରେ ୩୩ ବର୍ଷର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ କଳାହାଣ୍ଡି ଜିଲା...

ମାଓବାଦୀଙ୍କ ଶହୀଦ ସପ୍ତାହ ଆରମ୍ଭ : ପ୍ରଶାସନ ପକ୍ଷରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ସରକାରୀ ବସ୍‌ ଚଳାଚଳ ବନ୍ଦ

ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍‌.ଏ.) : କନ୍ଧମାଳ ଜିଲାରେ ମାଓବାଦୀଙ୍କ ଶହୀଦ ସପ୍ତାହ ରବିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଦାରିଙ୍ଗବାଡ଼ି ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହେବା ସହ ସରକାରୀ...

ବର୍ଷାଦିନେ ରାସ୍ତା କାମ, ନାଳ ଖୋଳା

ଖଇରା, ୭।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ସବ୍‌ମାଇନର କେନାଲରେ ରାସ୍ତା ନିର୍ମାଣ ଓ ନାଳ ଖୋଳା କାର୍ଯ୍ୟକୁ ଚାଷୀ ଓ ଗ୍ରାମବାସୀ ବିରୋଧ...

Advertisement
Archives

Model This Week