ଆଜି ୧୨ ଘଣ୍ଟିଆ ଗଜପତି ବନ୍ଦ

ପାରଳାଖେମୁଣ୍ଡି,୬।୧୧(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା ଏବେ ସବୁଆଡେ ଚର୍ଚ୍ଚା ଜୋର ଧରିଛି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଓ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ମଧ୍ୟ ତେଜିବାରେ ଲାଗିଛି। ପ୍ରତିବାଦରେ ଶନିବାର ଭାଜପା ପକ୍ଷରୁ ଗଜପତି ଜିଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି।

ସକାଳ ୬ରୁ ସନ୍ଧ୍ୟା ୬ଟା  ପର୍ଯ୍ୟନ୍ତ ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରାଯିବ ବୋଲି ଗଜପତି ଜିଲା ବିଜେପି ସଭାପତି ତଥା ପାରଳାଖେମୁଣ୍ଡି ବିଧାୟକ କେ. ନାରାୟଣ ରାଓ କହିଛନ୍ତି। ଜିଲାର ୭ଟି ବ୍ଲକ୍‌ରେ ବସ, ଟ୍ରକ ଚଳାଚଳ ବନ୍ଦ ରହିବା ସହ ଦୋକାନ ବଜାର, ସ୍କୁଲ କଲେଜ ଆଦି ବନ୍ଦ ରହିବ। କେବଳ ଜରୁରୀ ସେବା ଚାଲୁ ରହିବ ।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri