ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି। ଏଥିସହ ମାନବ ସମାଜର ମଙ୍ଗଳ, ସୁସ୍ଥ ଓ ନିରାମୟ ଜୀବନ କାମନା କରିଛନ୍ତି ମହାରାଜା ଦିବ୍ୟସିଂହ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ, ୨୪।୨: ପୁରୀ ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ପୂର୍ବାହ୍ନରେ ପୌରସଂସ୍ଥା ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ସମୂଦ୍ର କୂଳ...

ଛିଣ୍ଡିଯାଇଛି ସମ୍ପର୍କର ରିଲ୍‌

ଢେଙ୍କାନାଳ ଅଫିସ, ୨୯।୭ ସଞ୍ଜ ଗଡ଼ିଲେ ଗଁ।ରେ ଜମୁଥିଲା ଆସର। ଲାଗୁଥିଲା ପ୍ରୋଜେକ୍ଟର। ଟଙ୍ଗା ଯାଇଥିବା ଧଳା କପଡ଼ା ଉପରେ ଧାଉଁଥିଲା ଛବି। ମନୋରଞ୍ଜନ ଭିତରେ...

ଫିକା ପଡ଼ିବ ଗଣପର୍ବ ଗଜଲକ୍ଷ୍ମୀ ପୂଜା

କେନ୍ଦ୍ରାପଡ଼ା ଅଫିସ,୩୦।୧୦: କରୋନା ସଂକ୍ରମଣ ଭୟ ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାର ଗଣପର୍ବ ମା’ ଗଜଲକ୍ଷ୍ମୀଙ୍କ ପୂଜାକୁ ଫିକା ପକାଇବ। କୋଭିଡ୍‌ ୧୯ର ସମସ୍ତ ନିୟମ ପାଳନ...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ

ଭୁବନେଶ୍ୱର, ୨।୪(ବ୍ୟୁରୋ): ଲକ୍‌ଡାଉନ୍‌ ପରେ ଦୁଗ୍ଧଚାଷୀମାନେ ମଧ୍ୟ ବ୍ୟାପକ କ୍ଷତି ସହିବାରେ ଲାଗିଛନ୍ତି। ସେମାନେ ଆଉ ପୂର୍ବଭଳି କୌଣସି ସଂସ୍ଥାକୁ କ୍ଷୀର ଯୋଗାଇପାରୁ ନ ଥିବାବେଳେ...

ଗରମରେ ସିଝୁଛି ଓଡ଼ିଶା: ୧୫ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୨।୬(ବ୍ୟୁରୋ)-ସମଗ୍ର ରାଜ୍ୟ ଗରମ ଓ ଗୁଳୁଗୁଳିରେ ସିଝୁଛି। ସତେ ଯେପରି ଆକାଶରୁ ଅଗ୍ନି ବର୍ଷୁଛି। ପ୍ରଚଣ୍ଡ ଗ୍ରୀଷ୍ମ ପରିବେଶକୁ ଉତ୍ତପ୍ତ କରି ଦେଇଛି। ମଣିଷଠାରୁ ଆରମ୍ଭ...

CORONAVIRUS UPDATE: ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୨୧୭ ଆକ୍ରାନ୍ତ, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୬,୭୦୩କୁ ବୃଦ୍ଧି

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଆଉ ୨୧୭ କରେନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୮ଜଣ ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୮,...

ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ,୧୧ା୮ ଢେଙ୍କାନାଳ ସହର କୁଞ୍ଜକାନ୍ତଠାରେ ଥିବା ସୋମ୍‌ ଅଟୋରେ ସୋମବାର ମଧ୍ୟାହ୍ନରେ ପ୍ରମୁଖ ଦୁଇଚକିଆ ଯାନ ନିର୍ମାଣକାରୀ କମ୍ପାନୀ ହିରୋ ମୋଟୋକର୍ପ ଲିମିଟେଡ୍‌ ପକ୍ଷରୁ...

କରୋନା କଟକଣା: କଳକାରଖାନା କର୍ମଚାରୀଙ୍କ ଲାଗି ଜାରିହେଲା ଗାଇଡ୍‌ଲାଇନ

ଭୁବନେଶ୍ୱର,୧୮।୩(ବ୍ୟୁରୋ): କରୋନା ଲାଗି କଳକାରଖାନା କର୍ମଚାରୀଙ୍କ ପାଇଁ ଗାଇଡ୍‌ଲାଇନ୍‌ ଜାରି ହୋଇଛି। କାରଖାନାରେ କାମ କରୁଥିବା କର୍ମଚାରୀଙ୍କ ଲାଗି ସାବୁନ ଓ ହ୍ବାଣ୍ଡଓ୍ବାଶ୍‌ ବ୍ୟବସ୍ଥା ଲାଗି...

Advertisement


Archives

Model This Week