ଭୁବନେଶ୍ୱର,୧।୭: ରଥଯାତ୍ରା ପୂର୍ବରୁ ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନଙ୍କୁ ଭେଟିଛନ୍ତି। ଏହି ଅବସରରେ ଶୃଙ୍ଖଳିତ ରଥଯାତ୍ରା ନେଇ ବିଭିନ୍ନ ବିଷୟରେ ଆଲୋଚନା ହୋଇଥିବା ଜଣାପଡିଛି।

ଭୁବନେଶ୍ୱର,୧।୭: ରଥଯାତ୍ରା ପୂର୍ବରୁ ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନଙ୍କୁ ଭେଟିଛନ୍ତି। ଏହି ଅବସରରେ ଶୃଙ୍ଖଳିତ ରଥଯାତ୍ରା ନେଇ ବିଭିନ୍ନ ବିଷୟରେ ଆଲୋଚନା ହୋଇଥିବା ଜଣାପଡିଛି।

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏନେଇ ଦୁଇ ଦଳର...
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
