ଗଜପତିର ପ୍ରିୟଙ୍କା ପ୍ରଥମ ରନର୍ସଅପ

ପାରଳାଖେମୁଣ୍ତି, ୫।୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସେଞ୍ଚୁରିଆନ ପବ୍ଲିକ ସ୍କୁଲର ଯୁକ୍ତ ୨ ଛାତ୍ରୀ ପ୍ରିୟଙ୍କା ସାହୁ ଗ୍ଲିଟର ପାଜିଏଣ୍ଟ ଦ୍ବାରା ଆୟୋଜିତ ମିସ୍‌ ଇଣ୍ତିଆ ପ୍ରତିଯୋଗିତାରେ ପ୍ରଥମ ରନର୍ସଅପ ହୋଇଛନ୍ତି। ୧୩ ପ୍ରତିଯୋଗୀଙ୍କ ମଧ୍ୟରେ ପରିଚୟ ଆଦାନପ୍ରଦାନ, ଟ୍ୟାଲେଣ୍ଟ ରାଉଣ୍ତ ତଥା ପ୍ରଶ୍ନୋତ୍ତର ରାଉଣ୍ତ ସହ ର଼୍ୟାମ୍ପ ଆଦିରେ ପ୍ରିୟଙ୍କା ଶ୍ରେଷ୍ଠ ପ୍ରଦର୍ଶନ କରି କୃତିତ୍ୱ ହାସଲ କରିଥିଲେ। ପ୍ରତିଯୋଗିତାରେ ବିଚାରକ ଭାବେ ମିସେସ୍‌ ଏସିଆ ୨୦୧୯ ତଥା ଗ୍ଲିଟର ପ୍ରତିଷ୍ଠାତା ପ୍ରାଚୀ ମାହତ୍ରେ, ନିର୍ଦ୍ଦେଶକ ଅଭିଷେକ ମାହତ୍ରେ, କସ୍ମେଟୋଲୋଜିଷ୍ଟ ତଥା ପଶ୍ଚିମ ଓଡ଼ିଶାର ମିସେସ ଫିଟନେସ ଡିଭା ୨୦୧୯ ଡା. ଭର୍ଷା ମାନେ, ଜ୍ୟୋଭିସର ପ୍ରତିଷ୍ଠାତା ଡ.ଜ୍ୟୋତି ସାତପୁତେ, ସୀମା ଦେଶାଇ ନାୟାର ଏବଂ ମିତାଲି ଧୁତ୍ ଉପସ୍ଥିତ ଥିଲୋ ଏହି ପ୍ରତିଯୋଗିତାର ପ୍ରସ୍ତୁତି ପାଇଁ ଶୁଭେନ୍ଦୁ ମୋହନ ସେନାପତି ଏବଂ ଡିଜିପିକ୍ସ ଶିବା ତାଲିମ ପ୍ରଦାନ କରିଥିଲେ। ପ୍ରିୟଙ୍କା ହେଉଛନ୍ତି ପାରଳାଖେମୁଣ୍ତି ରାଜଦାଣ୍ତ ସାହିର ଅଶୋକ କୁମାର ସାହୁ ଏବଂ ପ୍ରେମଲତାଙ୍କ କନ୍ୟା। ସଫଳତା ପାଇଁ ସେଞ୍ଚୁରିଆନ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ଦିଶା ପାଢୀ ଏବଂ କାଲାପୂର୍ଣ୍ଣା ନାଲା ପ୍ରିୟଙ୍କାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦନ୍ତା ହାତୀ ଆକ୍ରମଣରେ ଚାଲିଗଲା ୨ ଜୀବନ

ପରଜଙ୍ଗ,୨୧।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ପରଜଙ୍ଗ ଅଞ୍ଚଳରେ ଶନିବାର ଏକ ଅଘଟଣ ଘଟିଛି। ପୃଥକ ଦୁଇଟି ସ୍ଥାନରେ ହାତୀ ଆକ୍ରମଣରେ ୨...

କେଏସ୍‌ଆଇପିଏଲ ଉଦ୍ୟମରେ ଲାଗିଲା ଶତାଧିକ ଚାରା : ‘ଗଛ ଲଗାଅ, ସୁରକ୍ଷା ଦିଅ’

ପରଜଙ୍ଗ, ୬।୭(ଡି.ଏନ.ଏ.): ପରଜଙ୍ଗ ବ୍ଲକ ବାରିହାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ୭୦ତମ ବନ ମହୋତ୍ସବ ପାଳିତ ହୋଇଯାଇଛି। ବନ ବିଭାଗ ଏବଂ ୫୩ନଂ. ଜାତୀୟ...

ବାଲେଶ୍ୱର ଷ୍ଟେଶନରେ ଅହୋରାତ୍ର ଉଡ଼ିଲା ତ୍ରିରଙ୍ଗା

ବାଲେଶ୍ୱର ଅଫିସ, ୧।୨-ବାଲେଶ୍ୱର ରେଳଷ୍ଟେଶନଠାରେ ରେଳ ବିଭାଗ ପକ୍ଷରୁ ଅହୋରାତ୍ର ତ୍ରିରଙ୍ଗା ପତକା ଉଡ଼ିବା ବ୍ୟବସ୍ଥା ଶୁକ୍ରବାରଠାରୁ କରାଯାଇଛି। ସଦର ବିଧାୟକ ମଦନମୋହନ ଦତ୍ତ ଷ୍ଟେଶନରେ...

ନିର୍ମାଣାଧୀନ ଡ୍ରେନ୍‌ରେ ପଡ଼ି ଯୁବକଙ୍କ ଜୀବନ ଗଲା

ପରଜଙ୍ଗ, ୮।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ରୋଡ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମ୍ୟ ନିର୍ମାଣ ବିଭାଗ (ଆରଡି) ପକ୍ଷରୁ...

ଗୋପାଳ ସମାଜ ପକ୍ଷରୁ ବନ୍ଦାଣ ଉତ୍ସବ ନନ୍ଦ, ଯଶୋଦା, କୃଷ୍ଣ, ବଳରାମ ବେଶରେ ଗ୍ରାମ ପରିକ୍ରମା

ଖଣ୍ଡପଡ଼ା,୯ା୩(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ କଣ୍ଟିଲୋ ନିକଟ ପଥରଚକଡା ତଳସାହି ଓ ବଡସାହି ଗୋପାଳ ସମାଜ ପକ୍ଷରୁ ବନ୍ଦାଣ ଉତ୍ସବ ପାଳନ କରାଯାଇଛି । ସମାଜର ବେହେରା...

ବିଦ୍ୟୁତ୍‌ କର୍ମଚାରୀଙ୍କୁ ମାଡ଼ ମାରି ଥାନା ଅଧିକାରୀ ଗଲେ

କଣ୍ଟାବାଞ୍ଜି,୨୨।୪(ଡି.ଏନ.ଏ.) କଣ୍ଟାବାଞ୍ଜି ଥାନା ଅଧିକାରୀ ବିଜୟାନନ୍ଦ କରକରା ଜଣେ ବିଦ୍ୟୁତ୍‌ କର୍ମଚାରୀଙ୍କୁ ମାଡ଼ ମାରି ଅନ୍ୟତ୍ର ବଦଳି ହୋଇଛନ୍ତି। ଗତ ୧୬ ତାରିଖ ବିଦ୍ୟୁତ୍‌ ବିଭାଗର...

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ ହାତୀ ମୃତ୍ୟୁ ଘଟଣା: ଚମ୍ପୁଆ ରେଞ୍ଜର ନିଲମ୍ବିତ

କେନ୍ଦୁଝର, ୨୩ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ଜୁରୁଡି ବିଟ୍‌ର ଗୁରୁବେଡ଼ା ଗାଁ ପାାଖ ବୈତରଣୀ(ଖ) ସଂରକ୍ଷିତ ଜଙ୍ଗଲରେ ଗତ ୧୪ ତାରିଖରେ ୨ଟି...

ଜିଲାପାଳଙ୍କ ବାସଭବନରେ ପୁଣି ପଶିଲା ଭାଲୁ

ନୂଆପଡ଼ା ଅଫିସ,୧୬।୭: ନୂଆପଡ଼ା ଜିଲାରେ ଭାଲୁ ଆତଙ୍କ ଥମିବାର ନାଁ ନେଉନାହିଁ। ଦିନକୁ ଦିନ ଭାଲୁ ସହର ମୁହାଁ ହେଉଥିବାରୁ ସହରବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ସନ୍ଧ୍ୟା...

Advertisement
Archives

Model This Week