ଷ୍ଟାଡିୟମରେ ଥିଲେ ୭୭ ହଜାର ଲୋକ, ହଠାତ୍‌ ଭୁଶୁଡ଼ି ପଡ଼ିଲା ଗ୍ୟାଲେରି

ସାଣ୍ଟିଆଗୋ,୧ା୧୦: ମ୍ୟାଚ୍‌ ସମୟରେ ପ୍ରଶଂସକଙ୍କ କ୍ରେଜ୍‌ ବେଳେବେଳେ ସମସ୍ତ ସୀମା ଅତିକ୍ରମ କରେ। ଦକ୍ଷିଣ ଆମେରିକାର ଚିଲିରେ ଶୁକ୍ରବାର ଏକ ଫୁଟବଲ ମ୍ୟାଚ୍‌ ସମୟରେ ସେମିତି ଏକ ଘଟଣା ଘଟିଛି। କୁହାଯାଉଛି, ଷ୍ଟାଡିୟମରେ ମାତ୍ର ୫୦ ହଜାର ଲୋକଙ୍କ ପାଇଁ ବସିବାର କ୍ଷମତା ଥିଲା। କିନ୍ତୁ ଏଠାରେ ୭୭ ହଜାର ଲୋକ ଥିଲେ। ହଠାତ୍‌ ଗ୍ୟାଲେରି ଭୁଶୁଡ଼ି ପଡ଼ିଲା। ଫଳରେ ଅନେକ ଲୋକ ଆହତ ହୋଇଛନ୍ତି। ହୋ-ହଲ୍ଲା ଯୋଗୁ ମ୍ୟାଚ୍‌କୁ ବନ୍ଦ କରାଯାଇଛି।

ये फुटबॉल मैच चिली की राजधानी सैंटियागो में कोलो कोलो स्टेडियम में चल रहा था (वीडियो ग्रैब)

ଚିଲିର ରାଜଧାନୀ ସାଣ୍ଟିଆଗୋର କୋଲୋ-କୋଲୋ ଷ୍ଟାଡିୟମରେ ଏହି ଫୁଟବଲ ମ୍ୟାଚ୍‌ ଚାଲିଥିଲା। ଏହି ଷ୍ଟାଡିୟମର ୩୩ ବର୍ଷ ପୂର୍ତ୍ତି ଉପଲକ୍ଷେ ମ୍ୟାଚ୍‌ର ଆୟୋଜନ କରାଯାଇଥିଲା। ଭାଇରାଲ ଭିଡିଓରେ ଦେଖିବାକୁ ମିଳିଛି, ପ୍ରଶଂସକମାନେ ଷ୍ଟାଡିୟମରେ ଖୁସିରେ ଝୁଲୁଥିଲେ। ତା’ପରେ ଷ୍ଟାଡିୟମର ଏକ ଗ୍ୟାଲେରି ଭୁଶୁଡ଼ି ପଡ଼ିଲା। ଏହି ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଛନ୍ତି।

ଷ୍ଟାଡିୟମ ପିଚ୍‌ରେ ଉପସ୍ଥିତ ଥିବା କୋଲୋ କୋଲୋ ଖେଳାଳିଙ୍କୁ ତୁରନ୍ତ ଡ୍ରେସିଂ ରୁମ୍‌କୁ ପଠାଯାଇଥିଲା ଏବଂ ମ୍ୟାଚ୍‌ ବାତିଲ କରାଯାଇଥିଲା।
କୋଲୋ କୋଲୋକୁ ଡାକିଥିବା ମ୍ୟାକ୍ସିମିଲିଆନୋ ଫାଲକନ କହିଛନ୍ତି, ଯେତେବେଳେ ଆମେ ଉପର ମହଲାକୁ ଯାଇଥିଲୁ ସେଠାରେ ଏହି ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?