କଂଗ୍ରେସକୁ ଫେରିଲେ ଗମାଙ୍ଗଙ୍କ ପରିବାର

ଭୁବନେଶ୍ୱର,୧୭ା୧: କଂଗ୍ରେସକୁ ଫେରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ପରିବାର। ଏଥିସହିତ ତାଙ୍କ ସ୍ତ୍ରୀ ହେମା ଗମାଙ୍ଗ ଏବଂ ପୁଅ ଶିଶିର ଗମାଙ୍ଗ ମଧ୍ୟ ଦଳକୁ ଫେରିଛନ୍ତି। ଦିଲ୍ଲୀରେ ଗିରିଧରଙ୍କ ପରିବାର ସଦସ୍ୟ କଂଗ୍ରେସ ହାତ ଧରିଛନ୍ତି। ଏହି ସମୟରେ ଅଜୟ ମାକେନ, ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ଗମାଙ୍ଗ ପରିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ପୂର୍ବତନ ଏମ୍‌ପି ସଞ୍ଜୟ ଭୋଇ ମଧ୍ୟ କଂଗ୍ରେସରେ ସାମିଲ ହୋଇଛନ୍ତି।

ସୂଚନାଯୋଗ୍ୟ, ୨୦୧୫ରେ କଂଗ୍ରେସ ଛାଡ଼ି ଗିରିଧର ଗମାଙ୍ଗ ଏବଂ ତାଙ୍କ ପୁଅ ଶିଶିର ଭାଜପାରେ ଯୋଗ ଦେଇଥିଲେ। ୨୦୨୩ରେ ଭଭୟ ବାପ-ପୁଅ ଭାଜପା ଛାଡ଼ି ଭାରତ ରାଷ୍ଟ୍ର ସମିତିରେ ସାମିଲ ହୋଇଥିଲେ। ଏବେ ପୁଣି ନିଜ ଦଳକୁ ଫେରିଥିବାରୁ ଦଳୀୟ କର୍ମୀମାନେ ଆନନ୍ଦ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

ପ୍ରଶଂସା ସାଉଁଟିଛନ୍ତି ପୁରୁଷୋତ୍ତମପୁର ସବ୍‌ଇନ୍ସପେକ୍ଟର , ତାଙ୍କର କାର୍ଯ୍ୟଦକ୍ଷତାକୁ ନେଇ ଆଜି…

ପୁରୁଷୋତ୍ତମପୁର,୧୭ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ସିନିୟର ସବଇନ୍ସପେକ୍ଟର ସୁଶାନ୍ତ କୁମାର ମିଶ୍ରଙ୍କ ବଦଳି ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଆଇ…

ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ

ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା…

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି।…

ହୃଦ୍‌ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ

ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ନିଜ…

ଝଡ଼ବାତ୍ୟାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ, ୧୯୯୯ ମହାବାତ୍ୟାରେ…

ମହାକାଳପଡ଼ା,୧୭ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ଉପକୂଳ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଭାବେ ଜଣାଶୁଣା। ଏହି ଉପକୂଳବର୍ତ୍ତୀ ନଦୀ ସମୁଦ୍ର ଧାରେ ଧାରେ ପ୍ରାକୃତିକ…

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର…

ବଡ଼ ଘୋଷଣା କଲେ କେନ୍ଦ୍ର ସରକାର: ଡିଜେଲ ଉପରେ ୫ ଟଙ୍କା କମିଲା, ପେଟ୍ରୋଲରେ କେତେ? ଜାଣନ୍ତୁ ନୂଆ ହାର

ନୂଆଦିଲ୍ଲୀ,୧୭।୯: ସେପ୍ଟେମ୍ବର ୧୭ରେ ପେଟ୍ରୋଲିୟମ ଉତ୍ପାଦ ରପ୍ତାନି ଉପରେ ଲାଗୁଥିବା ୱିଣ୍ଡଫଲ ଟ୍ୟାକ୍ସରେ କେନ୍ଦ୍ର ସରକାର କଟକଣା କରିଛନ୍ତି। ପେଟ୍ରୋଲ, ଡିଜେଲ ଓ ଏଭିଏସନ ଟର୍ବାଇନ ଫ୍ୟୁଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?