Posted inଖେଳ

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ନାମ ଓ ପରିଚୟର ଦୁର୍ୱ୍ୟବହାର କରୁଥିବା ଆପତ୍ତିଜନକ ଅନ୍‌ଲାଇନ କଣ୍ଟେଣ୍ଟ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଗମ୍ଭୀରଙ୍କ ସହ ଜଡ଼ିତ ଆପତ୍ତିଜନକ ପୋଷ୍ଟ ଓ କଣ୍ଟେଣ୍ଟ ହଟାଇବା ସହିତ ଏଥିଲାଗି ଦାୟୀ ସଂସ୍ଥା ବା ବ୍ୟକ୍ତିର ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିବାକୁ ଜଷ୍ଟିସ ଜ୍ୟୋତି ସିଂ ନିର୍ଦ୍ଦେଶ ଦେଇଛନ୍ତି।

ଏକ ଇଂଲିଶ୍‌ ଗଣମାଧ୍ୟମ ରିପୋର୍ଟ ମୁତାବକ, ଦିଲ୍ଲୀ ହାଇକୋର୍ଟ ଗମ୍ଭୀରଙ୍କ ବ୍ୟକ୍ତିତ୍ୱ ଓ ପ୍ରଚାର ଅଧିକାରକୁ ସୁରକ୍ଷା ପ୍ରଦାନ କରିଛନ୍ତି। ଶୁଣାଣି ବେଳେ ଏଆଇ ଟୁଲ୍ସ ଓ ଡିପଫେକ୍‌ ଟେକ୍‌ନୋଲୋଜି ଜରିଆରେ ଗମ୍ଭୀରଙ୍କ ନାମ, ସ୍ୱର ଓ ଫଟୋଗ୍ରାଫ୍ସ ତାଙ୍କ ବିନା ଅନୁମତିରେ ବ୍ୟବସାୟିକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଗମ୍ଭୀରଙ୍କ ପକ୍ଷ ରଖୁଥିବା ଓକିଲ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri