ଗାମ୍ବିଆରେ ୬୬ ଶିଶୁଙ୍କ ମୃତ୍ୟୁ: କମ୍ପାନୀ ଅଧିକାରୀଙ୍କ ଦାବି ଭୁଲରେ ଭାରତର କଫ ସିରପର ନାଁ ଯୋଡିଥିଲା ଡବ୍ଲୁଏଚଓ

ନୂଆଦିଲ୍ଲୀ/ବନଜୁଲ,୧୬ ।୧୨: ୱେଷ୍ଟ ଆଫ୍ରିକା ଦେଶ ଗାମ୍ବିଆରେ ହୋଇଥିବା ୬୬ ଶିଶୁଙ୍କ ମୃତ୍ୟୁ ପାଇଁ ଭାରତରେ ପ୍ରସ୍ତୁତ କଫ ସିରଫ ଦାୟୀ ବୋଲି ପ୍ରଥମେ ଅଭିଯୋଗ ଆଣିଥିଲା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) । ଏବେ ମେଡେନ ଫାର୍ମାର କଫ ଔଷଧର ଗୁଣବତ୍ତା ଠିକ ଥିବା ଜଣାପଡିଛି । କମ୍ପାନୀ ମେଡେନ ଫାର୍ମାସ୍ୟୁଟିକାଲ ଲିମିଟେଡ କହିଛି ଏବେ ସେ ତା’ର କାରଖାନାକୁ ପୁଣିଥରେ କାର୍ଯ୍ୟକ୍ଷମ କରିବାକୁ ମଞ୍ଜୁରୀ ମାଗିବ । କାରଣ ସିରପରୁ ନିଆଯାଇଥିବା ନମୁନାରେ କୌରସି ଭୁଲ ଜିନିଷ ବ୍ୟବହାର କରାଯାଇନାହିଁ । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ବାର୍ତ୍ତା ଥିଲା କି ଭାରତରେ ପ୍ରସ୍ତୁତ କଫ ସିରପ କାରଣରୁ ଗାମ୍ବିଆ ଶିଶୁଙ୍କର ମୃତ୍ୟୁ ହୋଇଛି ।
ମେଡେନର ମ୍ୟାନେଜିଂ ଡାଇରେକ୍ଟର ନରେଶ କୁମାର ଗୋୟଲ ରଏଟର୍ସକୁ କହିଛନ୍ତି, ମୋତେ ଭାରତୀୟ ନିୟମାକ ଓ ନ୍ୟାୟପାଳିକ ପ୍ରକ୍ରିୟା ଉପରେ ପୁରା ଭରସା ଅଛି । ମୁଁ କିଛି ଭୁଲ କରିନାହିଁ । ଆମେ ଏବେ ଅଧିକାରୀଙ୍କୁ କମ୍ପାନୀ ଖୋଲିବା ପାଇଁ ପୁଣିଥରେ ଅନୁରୋଧ କରିବାକୁ ପ୍ରୟାସ କରିବୁ, ହେଲେ ମୋତେ ଜଣାନାହିଁ କେବେ ଏହା ହେବ । ଆମେ ଏବେବି ଅପେକ୍ଷା କରିଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?