ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରିଛି। ଏଥିରେ ସମ୍ପୃକ୍ତି ୨ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ ଜୁଆ ଖେଳାଳି ସେଠାରୁ ଚମ୍ପଟ ମାରିଛନ୍ତି। ସେମାନଙ୍କୁ ପୋଲିସ ଖୋଜୁଥିବା ଆଇଆଇସି ସଂଗ୍ରାମ କେଶରୀ ଜେନା କହିଛନ୍ତି। ଗିରଫଙ୍କ ମଧ୍ୟରେ ପାଟ୍ଟା ଗ୍ରାମରବିଭୁ ଦିଗାଲ ଏବଂ ଦଣ୍ଡିମା ଗ୍ରାମର ବିମଳ ପ୍ରଧାନ ବୋଲି ପୋଲିସ ସୂଚନା ଦେଇଛି। ଜୁଆ ଆଡ୍ଡାରୁ ୪ଟି ବାଇକ ଗୋଟିଏ ସ୍କୁଟିକୁ ପୋଲିସ ଜବତ କରିଛି। ଏନେଇ ପୋଲିସ ପକ୍ଷରୁ ମାମଲା (୧୭୫/୨୬) ରୁଜୁ କରାଯାଇ ଅନ୍ୟ ପଳାତକ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଅଧିକ ତଦନ୍ତ ଜାରି ରହିଛି ବୋଲି ଆଇଆଇସି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?