କାଳୀ ପୂଜାରେ ଜୁଆଖେଳ:୩ ଅଟକ

ଉଦଳା,୧୩ା୧୧(ସନ୍ତୋଷ କୁମାର ବାଚ୍ଛିନୀ) – ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଗୋଡ଼ା ଗ୍ରାମରେ କାଳୀ ପୂଜା ଉତ୍ସବ ଚାଲିଥିବା ବେଳେ ଜୁଆଖେଳ ଅଭିଯୋଗରେ ପୋଲିସ ୩ ଜଣଙ୍କୁ ଅଟକ ରଖିଛି। ସେମାନଙ୍କଠାରୁ ନଗଦ ୨୬୩୨୫ଟଙ୍କା, ଜୁଆ ଖେଳର ସରଞ୍ଜାମ ଜବତ ହୋଇଥିବା ଉଦଳା ଥାନାଧିକାରୀ ବନମାଳି ବାରିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ…

୮୭ବର୍ଷ ବୟସରେ ଈଶ୍ୱର ଚନ୍ଦ୍ରଙ୍କ ଦେହାନ୍ତ, ୭ଘଣ୍ଟା ପାଟଣାବଜାର ବନ୍ଦ

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡପାଟଣା ପଂଚାୟତ ଶିବ ନାରାୟଣ ପୁର ଶାସନର ବର୍ଷୀୟାନ ସାମାଜିକ କର୍ମୀ, ସଂଗଠକ ଈଶ୍ୱର ଚନ୍ଦ୍ର ଦାଶଙ୍କ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri