ବଂଶଧାରା ମହୋତ୍ସବରେ ଚାଲିଛି ଜୁଆଖେଳ, ଭିଡିଓ ସାମ୍ନାକୁ ଆସିବା ପରେ…

ଗୁଣପୁର,୨୮ା୧(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁରରେ ଆୟୋଜିତ ବଂଶଧାରା ବସନ୍ତ ମହୋତ୍ସବ ପରିସରରେ ଜୁଆଖେଳ ଚାଲିଥିବା ନେଇ ଗୁରୁତର ଅଭିଯୋଗ ହୋଇଛି। ଖାଲି ଏତିକି ନୁହେଁ, ସାମ୍ନାକୁ ଏକ ଭିଡିଓ ମଧ୍ୟ ଆସିଛି। ଆଲୋକିତ ଟେଣ୍ଟ ଭିତରେ ଏକ ଟେବୁଲ ଉପରେ ସଂଖ୍ୟା ଲେଖା ଚାର୍ଟ ସହ ଟଙ୍କା ଲେଣଦେଣ ହେଉଥିଲା ଓ ଅନେକ ଲୋକ ଘେରି ରହି ଖେଳ ଦେଖୁଥିଲେ।

ସ୍ଥାନୀୟ ଲୋକମାନଙ୍କ କହିବାନୁସାରେ, ମହୋତ୍ସବର ନାମରେ ଏପରି ଅବୈଧ କାର୍ଯ୍ୟକଳାପ ଚାଲିଥିବାରୁ ସାମାଜିକ ଶିଷ୍ଟାଚାର ଓ ଆଇନ-ଶୃଙ୍ଖଳା ପ୍ରତି ଗୁରୁତର ପ୍ରଶ୍ନ ଉଠିଛି। ଏହି ଘଟଣାକୁ ନେଇ ପ୍ରଶାସନ ଓ ପୋଲିସ ପକ୍ଷରୁ ତୁରନ୍ତ ତଦନ୍ତ କରି ଦୋଷୀଙ୍କ ବିରୋଧରେ କଠୋର ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।

ଏପର୍ଯ୍ୟନ୍ତ ଆୟୋଜକ ପକ୍ଷରୁ ଏହି ଅଭିଯୋଗ ସମ୍ପର୍କରେ କୌଣସି ଆଧିକାରିକ ପ୍ରତିକ୍ରିୟା ମିଳିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଦୁର୍ଘଟଣାରେ ଏହି ୭ ବଡ଼ ନେତାଙ୍କ ଯାଇଛି ଜୀବନ: ଲିଷ୍ଟ୍‌ରେ ୩ ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତ ୭ ମାସ ମଧ୍ୟରେ ଦେଶ ବିମାନ ଦୁର୍ଘଟଣାରେ ଆଉ ଜଣେ ବଡ଼ ନେତାଙ୍କୁ…

Ajit Pawar Last Photo: ଅଜିତ ପାଓ୍ବାରଙ୍କ ସେହି ଶେଷ ଫଟୋ, ଫଡନବିସ୍‌ଙ୍କ ସହ କ୍ୟାବିନେଟ୍‌ ବୈଠକରେ ହୋଇଥିଲା ଏହି…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କର ବୁଧବାର ସକାଳେ ବାରାମତିରେ ଏକ ବିମାନ ଦୁର୍ଘଟଣାରେ ଦେହାନ୍ତ ହୋଇଛି। ଅଜିତ ନିର୍ବାଚନ ପ୍ରଚାର ପାଇଁ ବାରାମତି ଯାଉଥିଲେ। ତାଙ୍କର…

ବନ୍ଦରେ ମଲ ଭିତରେ ହଙ୍ଗାମା: ସାମଗ୍ରୀ ଫୋପାଡ଼ିଲେ…

ବଲାଙ୍ଗୀର,୨୮।୧:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ମିଳିତ ଚାଷୀ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବୁଧବାର ସକାଳେ ପିକେଟିଙ୍ଗ ସମୟରେ ଭାଗିରଥି ଛକ…

କୋରାପୁଟରେ ବନ୍ଦର ପ୍ରଭାବ: ବଡ଼ ଗାଡିଚଳାଚଳ, ଦୋକାନବଜାର ବନ୍ଦ 

କୋରାପୁଟ,୨୮।୧(ଅମିତାଭ ବେହେରା ): ବୁଧବାର ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଓଡିଶା ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହାକୁ ଉଭୟ କଂଗ୍ରେସ ଓ ବିଜେଡି ପକ୍ଷରୁ…

କର୍ଲାମୁଣ୍ଡାରେ ସବୁ ଅଫିସ ବନ୍ଦ

କର୍ଲାମୁଣ୍ଡା,୨୮ା୧(ପ୍ରଦୀପ କୁମାର ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା…

ଉପମୁଖ୍ୟମନ୍ତ୍ରୀଙ୍କ ମୃତ୍ୟୁକୁ ବିଶ୍ୱାସ କରିପାରୁନାହାନ୍ତି ମୁଖ୍ୟମନ୍ତ୍ରୀ: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୮।୧: ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ…

ବନ୍ଦ ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ଯାନବାହନ ଅଚଳାବସ୍ଥା

କେସିଙ୍ଗା,୨୮।୧(ତୁମେଶ୍ୱର ସାହୁ): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର…

ଜାତୀୟ ରାଜପଥ ଅବରୋଧ କଲା ନବ ନିର୍ମାଣ କୃଷ ସଂଗଠନ

ପାଟଣା,୨୮ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲାପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ନିହ୍ନୁଆ ଛକ ନିକଟରେ ବୁଧବାର ନବ ନିର୍ମାଣ କୃଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri