ଜୁଆଆଡ୍ଡାରେ ଚଢ଼ାଉ, ୭ ଗିରଫ

ହିଞ୍ଜିଳିକାଟୁ,୨୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତ୍ତଳ ଗ୍ରାମରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ଶନିବାର ହିଞ୍ଜିଳି ପୋଲିସ ଚଢ଼ାଉ କରି ୭ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ୭୧ ହଜାର ୭୯୦ ଟଙ୍କା ଜବତ କରିଛି । ଏ ନେଇ ହିଞ୍ଜିଳି ଥାନାରେ କେସ ନଂ ନମ୍ବର ୬୨୦/୨୧ରେ ଏକ ମାମଲା ରୁଜୁ ହୋଇଥିବା ଥାନା ଆଇଆଇସି ଅଭିମନ୍ୟୁ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri