ଗିଫ୍ଟରେ ‘ଗାମେକ୍ସ-୨କେ୨୨’

ଭୁବନେଶ୍ୱର,୨୬।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ‘ଗିଫ୍ଟ ସ୍ବୟଂଶାସିତ କଲେଜ’ ପରିସରରେ ୧୨ତମ ଆଲୁମ୍‌ନି ମିଟ୍‌ ‘ଗାମେକ୍ସ-୨କେ୨୨’ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗିଫ୍ଟରୁ ଉତ୍ତୀର୍ଣ୍ଣ ହୋଇ ବେଙ୍ଗାଲୁରୁ, ଦିଲ୍ଲୀ, ମୁମ୍ବାଇ, ନାଗପୁର, ହାଇଦ୍ରାବାଦ, କୋଲକାତା, ଚେନ୍ନାଇ ଓ ଭୁବନେଶ୍ୱର ଭଳି ସହରରେ ଅବସ୍ଥିତ କମ୍ପାନୀର ବିଭିନ୍ନ ସେକ୍ଟରରେ ନିଯୁକ୍ତି ପାଇଥିବା ଗିଫ୍ଟୟାନମାନେ ଯୋଗ ଦେଇଥିଲେ।

ଉକ୍ତ ସମାରୋହରେ ଗିଫ୍ଟର ଭାଇସ୍‌ ଚେୟାରମ୍ୟାନ ଡ. ପତିତପାବନ ପଣ୍ଡା, ଅଧ୍ୟକ୍ଷ ଡ. ସି.ଏଚ୍‌.ଭି.ଏସ୍‌.ପରମେଶ୍ୱର ରାଓ, ଡିନ୍‌ ଏକାଡେମିକ ଡ. ରବିନାରାୟଣ ପଣ୍ଡା, ଓଏସ୍‌ଡି ଇଂ. ସମୀର ରଞ୍ଜନ ପଣ୍ଡା, ରେଜିଷ୍ଟ୍ରାର ଡ. ମନୋରଞ୍ଜନ ମିଶ୍ର, ଡିନ୍‌ ଏସ୍‌ଡିପି ଡ. ରତିକାନ୍ତ ଦାଶଙ୍କ ସମେତ କାର୍ଯ୍ୟକ୍ରମ ଉପଦେଷ୍ଟା ପ୍ରଫେସର ମିନତୀ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ହିମାଦ୍ରୀ ଓ ଲୋପିତା ପରିଚାଳନା କରିଥିବାବେଳେ ଶେଷରେ ଡିନ୍‌ ଏକାଡ଼େମିକ୍‌ ଡ. ଆର୍‌.ଏନ୍‌. ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୩ ସୁନାଖଣି ବିକିବ କେନ୍ଦ୍ର

ନୂଆଦିଲ୍ଲୀ,୧୫ା୮: କେନ୍ଦ୍ର ସରକାର ଆନ୍ଧ୍ର ପ୍ରଦେଶ ଓ ଉତ୍ତର ପ୍ରଦେଶରେ ଥିବା ୧୩ଟି ସୁନାଖଣି ବିକ୍ରି କରିବା ପାଇଁ ମସୁଧା ଚଳାଇଛନ୍ତି। ଗତ ବର୍ଷ ମାଇନିଂ...

ରେପୋ ରେଟ୍‌ ହ୍ରାସର ସଙ୍କେତ ଦେଲେ ସୀତାରାମନ୍‌

ନୂଆଦିଲ୍ଲୀ,୩୦-୭: ଅଗଷ୍ଟ ପ୍ରଥମ ସପ୍ତାହରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ମୁଦ୍ରାନୀତି ସମୀକ୍ଷା ବୈଠକ ବସିବାକୁ ଯାଉଛି। ଏହାପୂର୍ବରୁ ରେପୋ ରେଟ୍‌ ହ୍ରାସ ପାଇବା ନେଇ କେନ୍ଦ୍ର...

କିଟ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଷ୍ଟାଦଶ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୨୭।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ‘କିଟ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ’ର ଅଷ୍ଟାଦଶ ବାର୍ଷିକ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି କିଟ୍‌ର ପ୍ରତିଷ୍ଠାତା ସଭ୍ୟ...

୨ ବର୍ଷ ହେଲା ପ୍ରିଣ୍ଟ ହୋଇନି ଦୁଇ ହଜାର ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ,୧୬ ।୩ କେନ୍ଦ୍ର ସରକାର ନଭେମ୍ବର ୨୦୧୬ ରେ ନୂଆ ବିମୁଦ୍ରୀକରଣ ନିୟମ ଲାଗୁ କରିଥିଲେ। ଫଳରେ ଦେଶରେ ଆଉ ପୁରୁଣା ୫୦୦ ଏବଂ ୧୦୦୦...

‘ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ କାର୍ଡ’ଯୋଜନାରେ ଆଉ ୩ ରାଜ୍ୟ

ନୂଆଦିଲ୍ଲୀ,୨।୬: ଜୁନ୍‌ ପହିଲାରୁ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ କାର୍ଡ’ ଯୋଜନାରେ ଓଡ଼ିଶା ସମେତ ସିକିମ ଏବଂ ମିଜୋରାମ ଭଳି ଆଉ ୩ ରାଜ୍ୟ ସାମିଲ...

ଟିକ୍‌ଟକ୍‌ ସେପ୍ଟେମ୍ବର ୧୫ ସୁଦ୍ଧା ହେବ ବିକ୍ରି: ଚାଇନାର ବଢ଼ିଲା ଚିନ୍ତା

ଓ୍ବାଶିଂଟନ, ୪।୮: ଶର୍ଟ ଭିଡ଼ିଓ ମେକିଂ ଆପ୍‌ ଟିକ୍‌ଟକ୍‌କୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଇଥିବା ମନ୍ତବ୍ୟ ଯୋଗୁ ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି।...

ନୂଆ ପ୍ରିପେଡ କାର୍ଡ ଆଣିବାକୁ ଆର୍‌ବିଆଇର ପ୍ରସ୍ତାବ

ମୁମ୍ବାଇ,୬-୧୨: କେନ୍ଦ୍ରୀୟ ବ୍ୟାଙ୍କ ନୂଆ ପ୍ରିପେଡ ପେମେଣ୍ଟ ଇନଷ୍ଟ୍ରୁମେଣ୍ଟ (ପିପିଆଇ) ଲାଗୁ କରିବାକୁ ପ୍ରସ୍ତାବ ଦେଇଛି। ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ସାମଗ୍ରୀ ଏବଂ ସେବା...

୨ ବଡ଼ ରାଷ୍ଟ୍ରାୟତ୍ତ କମ୍ପାନୀ ଘରୋଇକରଣ

ଭାରତରେ ଶେଷ ଥର ପାଇଁ ହୋଇଥିବା ଘରୋଇକରଣର ପ୍ରାୟ ୨୦ ବର୍ଷ ପରେ ପୁଣି ଥରେ ୨ ବୃହତ୍‌ ରାଷ୍ଟ୍ରାୟତ୍ତ କମ୍ପାନୀର ଘରୋଇକରଣ ଚଳିତ ବର୍ଷ...

Advertisement
Archives

Model This Week