ଆଇପିଓ ଆଣିବ ଗାନ୍ଧାର ଅଏଲ୍‌ ରିଫାଇନେରି

ଭୁବନେଶ୍ୱର,୨୦।୧୧: ଗାନ୍ଧାର ଅଏଲ୍‌ ରିଫାଇନେରି (ଇଣ୍ଡିଆ) ଲିମିଟେଡ୍‌ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ)ଚଳିତ ବର୍ଷ ନଭେମ୍ବର ୨୨ରେ ଖୋଲିବାକୁ ଥିବାବେଳେ ଉକ୍ତ ଅଫର ୨୦୨୩ ନଭେମ୍ବର ୨୪ରେ ବନ୍ଦ ହେବ। ବିଶେଷ କରି ଏହାର ଆଙ୍କର ନିବେଶକମାନେ ଅଫର ଖୋଲିବାର ଗୋଟିଏ ଦିନ ପୂର୍ବରୁ ବିଡ୍‌ ଦାଖଲ କରିପାରିବେ। ଏହି ଅଫର ଜରିଆରେ ଇକ୍ୱିଟି ଶେୟାରର ମୂଲ୍ୟ ୧୬୦ ଟଙ୍କାରୁ ୧୬୯ ଟଙ୍କା ମଧ୍ୟରେ ଧାର୍ଯ୍ୟ କରାଯାଇଛି। ସେହିଭଳି ସର୍ବନିମ୍ନ ୧୪,୮୭୨ଟି ଇକ୍ୱିଟି ଶେୟାର ପାଇଁ ବିଡ୍‌ ଦାଖଲ କରାଯାଇପାରିବ ଏବଂ ଏହା ପରେ ୮୮ଟି ଲେଖାଏଁ ଇକ୍ୱିଟି ଶେୟାର ଗୁଣିତକ ଭାବେ ଯୋଡ଼ାଯାଇପାରିବ। ଏହି ଅଫରରେ ୩୦୨କୋଟି ଟଙ୍କାର ନୂଆ ଇକ୍ୱିଟି ଶେୟାର ଜାରି କରାଯିବ ଏବଂ ଅଫର ଫର ସେଲ୍‌ରେ ଅଂଶଧନକାରୀମାନଙ୍କ ୧୧,୭୫୬,୯୧୦ ଇକ୍ୱିଟି ଶେୟାର ବିକ୍ରି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri