ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର ଦୁର୍ଗା ଚଳିତ ବର୍ଷର ଗନ୍ଧର୍ବ କଳା”ସମ୍ମାନରେ ସମ୍ମାନିତ ହୋଇଛନ୍ତି। ଶୁକ୍ରବାର ଭୁବନେଶ୍ୱରର ଭଞ୍ଜ କଳା ମଣ୍ଡପଠାରେ ଓଡ଼ିଆ କଳାକାରଙ୍କ ସ୍ୱର ପକ୍ଷରୁ ଆୟୋଜିତ ସ୍ଵର୍ଣ୍ଣ କ୍ଷେତ୍ର ଦିବସ ଅବସରରେ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି।ଯାହାକୁ ନେଇଁ କଳାହାଣ୍ଡି ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଏହାପୂର୍ବରୁ କଳାକାର ଦୁର୍ଗା ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ଯୁବ କଳାକାର ବୃତ୍ତି ସମ୍ମାନ ମଧ୍ୟ ପାଇଛନ୍ତି । ସେହିପରି ଅନ୍ତର୍ଜାତୀୟ ସ୍ତରରେ ରୁଷିଆ,ଲଣ୍ଡନ,ଦୁବାଇ ସମେତ ରାଜ୍ୟ ଓ ଜାତୀୟ ସ୍ତରରେ ଶତାଧିକ ମଞ୍ଚରେ ବାଦ୍ୟ ପରିବେଷଣ କରି ଦର୍ଶକଙ୍କ ନିକଟତର ହେବା ସହ ଜିଲା ପାଇଁ ମଧ୍ୟ ଗୌରବ ଆଣିଛନ୍ତି।
ଏହି ସମ୍ମାନ ପାଇବା ପରେ ଜିଲାର ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ତଥା ଜିଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଗୁରୁ ଜୟନ୍ତ କୁମାର ବେହେରା, ଶାନ୍ତନୁ କୁମାର ବେହେରା, ସତ୍ୟ ନାରାୟଣ ସିଂହ, ଅକ୍ଷୟ କୁମାର ଦାସ, ଗୁରୁ ଧ୍ୟାନନନ୍ଦ ପଣ୍ଡା, ଗୁରୁ ଚିନ୍ତୁ ପ୍ରସାଦ ନାଏକ,ଗୁରୁ ଦେବେଶ କୁମାର ସିଂ,ଗୁରୁ ପ୍ରଦୀପ କୁମାର ସିଂ, ପିତା ଦାଶରଥି ଦୁର୍ଗା ଏବଂ ମାତା ଦ୍ରୋପଦୀ ଦୁର୍ଗା ପ୍ରମୁଖ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri