ଗାନ୍ଧୀ ଡକ୍ୟୁମେଣ୍ଟାରି ପୁରସ୍କୃତ

ମହାତ୍ମା ଗାନ୍ଧୀଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରି ‘ଅହିଂସା ଗାନ୍ଧୀ: ଦି ପାଓ୍ବାର ଅଫ୍‌ ଦି ପାଓ୍ବାର ଲେସ୍‌’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲରେ ସର୍ବଶ୍ରେଷ୍ଠ ଡକ୍ୟୁମେଣ୍ଟାରି ଫିଚର ପୁରସ୍କାର ହାସଲ କରିଛି। ଅନ୍ତର୍ଜାତୀୟସ୍ତରର ଖ୍ୟାତନାମା ଦକ୍ଷିଣ ଆଫ୍ରିକୀୟ ଫିଲ୍ମ ନିର୍ମାତା ଅନନ୍ତ ସିଂଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ରମେଶ ଶର୍ମାଙ୍କ ଲିଖିତ ଏବଂ ନିର୍ଦ୍ଦେଶିତ ଏହି ଫିଲ୍କ ସିଂଙ୍କ ଭିଡିଓ ଭିଜନ କମ୍ପାନୀ ଦ୍ୱାରା ୨୦୧୯ରେ ଗାନ୍ଧିଜୀଙ୍କ ୧୫୦ ତମ ଜନ୍ମ ଦିବସ ସ୍ମୃତିରେ ନିର୍ମିତ ହୋଇଥିଲା। ଗାନ୍ଧିଜୀ ବିଶ୍ୱସ୍ତରୀୟ ଆଦର୍ଶ ହୋଇଥିଲେ ହେଁ ଦକ୍ଷିଣ ଆଫ୍ରିକା ସହ ତାଙ୍କର ବିଶେଷ ସମ୍ପର୍କ ରହିଥିଲା ବୋଲି ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri