Posted inଜାତୀୟ

ଗାନ୍ଧୀ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦି-ସୋନିଆ ଗାନ୍ଧୀଙ୍କ ସମେତ ବହୁ ନେତା ରାଜଘାଟରେ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨ ।୧୦: ସାରା ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୩ ତମ ଜୟନ୍ତି ରବିବାର ପାଳନ କରାଯାଉଛି । ସାରା ଦେଶରେ ବାପୁଙ୍କ ସ୍ମୃତିରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି । ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟ ପହଞ୍ଚି ମହାତ୍ମାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଆଉ କେତେଜଣ ନେତା ମଧ୍ୟ ରାଜଘାଟ ପହଞ୍ଚି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ସର୍ବପ୍ରଥମେ କଂଗ୍ରେସର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖର୍ଗେ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହା ବ୍ୟତୀତ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ବି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ରାଜଘାଟରେ ବାପୁଙ୍କ ସ୍ମୃତିରେ ସର୍ବଧର୍ମ ପ୍ରାର୍ଥନା ସଭାର ବି ଆୟୋଜନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri