ଗାନ୍ଧୀ-ମଣ୍ଡେଲା ଭିତ୍ତି ଚିତ୍ର ଲୋକାର୍ପିତ…

କେପ୍‌ଟାଉନ୍‌, ୩।୯ : ଦକ୍ଷିଣ ଆଫ୍ରିକାରେ ମହାତ୍ମା ଗାନ୍ଧୀ, ନେଲସନ୍‌ ମଣ୍ଡେଲା, ଦେଶମଣ୍ଡ୍‌ ଟୁଟୁ, ଅହମଦ କଥରାଡା ଏବଂ ଅନ୍ୟ ନେତାଙ୍କ ଭିତ୍ତି ଚିତ୍ର କାନ୍ଥରେ ଲୋକାର୍ପିତ କରାଯାଇଛି। ଏହାକୁ ମୂଳ ଭାରତୀୟ ଚିତ୍ରକର ନନ୍ଦା ସୋବେନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଗତ ବର୍ଷ ଦକ୍ଷିଣ ଆଫ୍ରିକାରେ ଘଟିଥିବା ହିଂସା ପରେ ସୋବେନ ଏଭଳି ଚିତ୍ର ପ୍ରସ୍ତୁତି କରିବା କାର୍ଯ୍ୟ ଆରମ୍ଭ କରିଥିଲେ।

ଭିତ୍ତି ଚିତ୍ର ମାଧ୍ୟମରେ ସେ ଦକ୍ଷିଣ ଆଫ୍ରିକାର ବିଭିନ୍ନ ସମୁଦାୟ ମଧ୍ୟରେ ଏକତା ପାଇଁ ସୃଷ୍ଟି ପାଇଁ ଉଦ୍ୟମ କରିଛନ୍ତି। ଦେଶରୁ ବର୍ଣ୍ଣବୈଷମ୍ୟ ଦୂର କରିବା ଲାଗି ବହୁ ନେତା ବଳିଦାନ ଦେଇଥିବା ସେ ଚିତ୍ର ମାଧ୍ୟମରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri