Posted inଫୁରସତ

ଭାଇରାଲ ହେଲା ଗାନ୍ଧୀଙ୍କ ମାର୍କସିଟ୍‌, ଏହି ବିଷୟରେ ହୋଇଥିଲେ ଫେଲ୍‌…

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ମାର୍କସିଟ ଭାଇରାଲ । ଗାନ୍ଧୀଙ୍କ କଲେଜ ମାର୍କସିଟ ରାଜଘାଟରେ ଅବସ୍ଥିତ ସଂଗ୍ରହାଳୟ ଭିତରେ ରଖାଯାଇଛି । ଏ ହେଉଛି ତାଙ୍କର ମୂଳ ମାର୍କସିଟ, ଯାହା ଗୁଜୁରାଟର ଭାବନଗର ସ୍ଥିତ ସାମଲ ଦାସ କଲେଜରୁ ଆସିଛି। ଏହି ମାର୍କସିଟରେ ଗାନ୍ଧୀଙ୍କ ଇଂରାଜୀରେ ମାର୍କ ୮୯, ସେକେଣ୍ଡ ଲାଙ୍ଗୁଏଜ ଅର୍ଥାତ ମାତୃଭାଷାରେ ୪୫, ଗଣିତରେ ୫୯ ଓ ଇତିହାସରେ ମାତ୍ର ୨୦ ରହିଛି। ବିଜ୍ଞାନରେ ୩୪ ମାର୍କ ରହିଛି । ମହାତ୍ମା ଗାନ୍ଧୀଙ୍କ ମାର୍କସିଟରେ ବିଜ୍ଞାନ ଓ ଇତିହାସକୁ ମିଶାଇ କେବଳ ୫୪ ମାର୍କ ଦେଖାଯାଉଛି । ଏହି ମାର୍କସିଟ ରେ ସମସ୍ତ ପିଲାମାନଙ୍କର ମୋଟ ମାର୍କ ୩୦୦ ରୁ ଅଧିକ । ମହାତ୍ମା ଗାନ୍ଧିଙ୍କ ସମସ୍ତ ବିଷୟର ମାର୍କକୁ ମିଶାଇ ତାଙ୍କର ମୋଟ ମାର୍କ ହେଉଛି ୨୪୭ ।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?