ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇଥିବା ଟିଭି ଅଭିନେତ୍ରୀ ଗହନା ବରିଷ୍ଠ ଭାୟଖଲା ଜେଲରେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଜେଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଅଭିନେତ୍ରୀ ଗହନା ଅଶ୍ଲୀଳ ଭିଡିଓ ଶୁଟିଂ ଏବଂ ଓ୍ବେବ୍ସାଇଟ୍ରେ ଅପଲୋଡ କରିବା ଅଭିଯୋଗରେ ଗତ ଶନିବାର ମୁମ୍ବାଇ ପୋଲିସର ପ୍ରପର୍ଟି ସେଲ ଦ୍ୱାରା ଗିରଫ ହୋଇଥିଲେ। ତେବେ କିଛି ଦିନ ପୂର୍ବେ ସେ କରୋନା ପଜିଟିଭ ହୋଇଥିଲେ। ଏହା ଜଣାପଡ଼ିବା ପରେ ତାଙ୍କୁ ପଚରାଉଚରା କରିଥିବା ୬ ଜଣ ପୋଲିସ ଅଧିକାରୀ କ୍ୱାରାଣ୍ଟାଇନ୍ରେ ରହିଛନ୍ତି।
ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା
ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…
ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…
ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…
ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…
ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ…
ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍ମିଲ୍ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…
ସିଡ୍ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍ମିଲ୍ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…
ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

