Posted inଖେଳ

ଗନେମତ୍‌-ଅଙ୍ଗଦ ଯୋଡ଼ିଙ୍କୁ ମିକ୍ସଡ ସ୍କିଟ୍‌ରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୨୪ା୩ (ପି.ଟି.)-ଚଳିତ ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପ୍‌ରେ ଭାରତୀୟ ଶୁଟରମାନଙ୍କ ସ୍ବର୍ଣ୍ଣ ଅଭିଯାନ ଜାରି ରହିଛି। ମଙ୍ଗଳବାର ଗନେମତ୍‌ ସେଖୋଁ ଓ ଅଙ୍ଗଦ ବୀର ସିଂ ବାଜଓ୍ବା ସ୍କିଟ୍‌ ମିକ୍ସଡ ଟିମ୍‌ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ପାଇଛନ୍ତି। ୨୦ ବର୍ଷୀୟା ଗନେମତ ଏବଂ ୨୫ ବର୍ଷୀୟ ଅଙ୍ଗଦ କ୍ୱାଲିିଫିକେଶନରେ ୧୪୧ ସ୍କୋର ସହ ଟପ୍‌ରେ ରହିଥିଲା। ସ୍ବର୍ଣ୍ଣ ପଦକ ମୁକାବିଲାରେ ଏହି ଯୋଡ଼ି କାଜାଖସ୍ତାନର ଓଲ୍‌ଗା ପାନାରିନା ଓ ଆଲେକ୍‌ଜାଣ୍ଡର ୟେସେଙ୍କୋଙ୍କୁ ୩୩-୨୯ରେ ହରାଇ ଦେଇଥିଲେ। ମଙ୍ଗଳବାର ଫଳାଫଳ ସହ ଟେବୁଲ ଟପ୍ପର ଭାରତର ସ୍ବର୍ଣ୍ଣ ସଂଖ୍ୟା ୭ରେ ପହଞ୍ଚତ୍ଛି। ଆୟୋଜକ ଦେଶ ୪ ରୌପ୍ୟ ଓ ସମାନ ସଂଖ୍ୟକ ବ୍ରୋଞ୍ଜ ମଧ୍ୟ ଜିତିଛି। ଫଳରେ ଟୁର୍ନାମେଣ୍ଟରେ ଦେଶର ପଦକ ସଂଖ୍ୟା ୧୫ରେ ପହଞ୍ଚତ୍ଛି। ଡକ୍ଟର କାର୍ନି ସିଂ ଶୁଟିଂ ରେଞ୍ଜ୍‌ରେ ଅନ୍ୟ ଭାରତୀୟ ଯୋଡ଼ି ପରିନାଞ୍ଜ ଧାଲିଓ୍ବାଲ ଏବଂ ମୈରାଜ ଅହମ୍ମଦ ଖାଁ ଅଳ୍ପକେ ବ୍ରୋଞ୍ଜରୁ ବଞ୍ଚତ୍ତ ହୋଇଛନ୍ତି। କାତାରର ରିମ୍‌ ଏ. ଶାରଶାନି ଓ ରସିଦ ହମାଦ ୩୨ ସ୍କୋର ସହ ବ୍ରୋଞ୍ଜ ଜିତିଥିବାବେଳେ ଭାରତୀୟ ଟିମ୍‌ ୩୧ ସ୍କୋର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri