Posted inଖେଳ

ଗଣେଶ କ୍ରିକେଟ ଟୁର୍ନାମେଣ୍ଟ: ସରଗଡ଼ା ଚାମ୍ପିୟନ

ଗୁଡଭେଲା, ୩୦।୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଡୁଙ୍ଗିବାହାଲ ଗ୍ରାମ ଖେଳପଡ଼ିଆରେ ଚାଲିଥିବା ଗଣେଶ କ୍ରିକେଟ ଟୁର୍ନାମେଣ୍ଟ ମଙ୍ଗଳବାର ଶେଷ ହୋଇଛି। ଫାଇନାଲ ଖେଳ ସରଗଡ଼ା ଓ ଥାଳବନ୍ଧ ମଧ୍ୟରେ ହୋଇଥିଲା। ୧୦ ଓଭର ଖେଳରେ ଟସ୍‌ ଜିତି ସରଗଡା ପ୍ରଥମେ ବ୍ୟାଟିଂ କରି ୭ ଉଇକେଟ ହରାଇ ୯୫ରନ୍‌ ସଂଗ୍ରହ କରିଥିଲା। ଜବାବରେ ଥାଳବନ୍ଧ ଦଳ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ହରାଇ ୫୬ରନ୍‌ କରି ପରାସ୍ତ ହୋଇଥିଲା। ସୁରେନ୍ଦ୍ର ସୁନା ଓ ରାଜେଶ ସୁନା ଖେଳ ପରିଚାଳନା କରିଥିଲେ ା ପୁରଷ୍କାର ବିତରଣ ଉତ୍ସବରେ ଗୁଡଭେଲା ସମିତି ସଭ୍ୟ ଚିତ୍ରସେନ ଭୋଇ ମୁଖ୍ୟ ଅତିଥି, ସମ୍ମାନୀତ ଅତିଥିଭାବେ ପୂର୍ବତନ ସରପଞ୍ଚ ନିଧି କୁମ୍ଭାର ଯୋଗଦେଇ ଚାମ୍ପିୟନ ସରଗଡ଼ା ଦଳକୁ ୧୦ହଜାର ଟଙ୍କା ସହ ଟ୍ରଫି ଓ ରନର୍ସ ଅପ ଥାଳବନ୍ଧି ଦଳକୁ ୬ହଜାର ଟଙ୍କା ସହ ଟ୍ରଫି ପ୍ରଦାନ କରିଥିଲେ। ମ୍ୟାନ ଅଫ ଦି ମ୍ୟାଚ ସୁଶାନ୍ତ ଓ ମ୍ୟାନ ଅଫ ଦି ସିରିଜ ସୁପାଲଙ୍କୁ ପୁରସ୍କୃତ କରାଯାଇଥିଲା। ଟୁର୍ନାମେଣ୍ଟରେ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ।

Bei einer journalistischen Themenwoche rund um Kultur und Sport setzt die „Jackpot-Nacht“ ein Glanzlicht: Leser treffen auf Live-Talks und ein Gewinnspiel mit kakadu casino deutsch, das den Diskurs mit spielerischer Spannung abrundet.

Podczas tygodnia reportaży i dyskusji o sporcie wystartuje „Bonus-weekend dla czytelników”: po lekturze materiałów można aktywować profity kasyno bezpośrednio przez icebet, łącząc informację i rozrywkę w jednym rytmie.

Nel palinsesto di un magazine d’attualità, lo speciale “Cronache del Gioco Responsabile” include un segmento interattivo con stelario online casino, raccontando storie di tornei, classifiche e iniziative community-first.

All’interno di uno speciale d’approfondimento, la rubrica “Serate con Rulli” propone un invito esclusivo del casino con stelario, raccontando tornei flash e iniziative community con premi real-time.

Bir media-forum doirasida sport va siyosat tahlillari bilan birga start oladigan “Exclusive Turnir”da kazino viks casino uz prognoz-ligasini yo‘lga qo‘yadi va g‘oliblarga mavzuga mos sovg‘alar taqdim etadi.


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri