ଦିନକ ପରେ ବିରାଜମାନ ହେବେ ଗଜାନନ, ଛେଚୁଛି ବର୍ଷା, ଚିନ୍ତାରେ ଗଣେଶ ପୂଜା କମିଟି

ଗଞ୍ଜାମ,୨୬।୮ (ବିଦ୍ୟାଧର ସାହୁ ): ଦିନକ ପରେ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶଙ୍କ ଚତୁର୍ଥୀ। ଅସ୍ଥାୟୀ ପୂଜା ମଣ୍ଡପରେ ବିରାଜମାନ କରିବେ ଗଜାନନ। ଏଥିପାଇଁ ସମଗ୍ର ଗଞ୍ଜାମ ସହରର ବିଭିନ୍ନ ସାହି ଗୁଡିକ ସାଜସ୍ବଜା ଶେଷ ପର୍ଯ୍ୟାୟରେ । ବିରାଟ ମେଢ଼ ସାଙ୍ଗକୁ ଅତ୍ୟାଧୁନିକ ଆଲୋକ ମାଳାରେ ଝଲସୁଛି ଗାଁଠୁ ସହର। ଏଭଳି ସ୍ଥିତିରେ ମଙ୍ଗଳବାର ଛେଚିଦେଇଗଲା ଅଦିନିଆ ମେଘ l ବର୍ଷାକୁ ଦେଖି ଚିନ୍ତାରେ ଗଣେଶ ପୂଜା କମିଟି l ଆସନ୍ତା କାଲି ଯଦି ଏଭଳି ବର୍ଷା ଜାରୀ ରୁହେ ତାହେଲେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚରେ ଡେକୋରେସନ ଓ ଦଶ ଫୁଟରୁ ଊର୍ଦ୍ଧ୍ୱ ଗଣେଶ ମୂର୍ତ୍ତି ସାଙ୍ଗକୁ ବିରାଟକାୟ ମେଢ଼ ସବୁ ନଷ୍ଟ ହୋଇଯିବ ବୋଲି ପୁଇଁତୋଳା ବଡ ସାହି ଗଣେଶ ପୂଜା କମିଟିର ଅନିଲ କୁମାର ପ୍ରଧାନ (କାଳିଆ ) ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri